ଚୀନ ବୈଦେଶିକ ମନ୍ତ୍ରୀ ନିଖୋଜ ନେଇ ଟେନ୍ସନରେ ଜିନପିଙ୍ଗ ସରକାର, ପରକୀୟା ପ୍ରେମ ସଂପର୍କ ନେଇ ସନ୍ଦେହ
ପୁଣି ଚର୍ଚ୍ଚାରେ ଚୀନ । ଏଥର ଚୀନ ବୈଦେଶିକ ମନ୍ତ୍ରୀ ନିଖୋଜକୁ ନେଇ। ତିନି ସପ୍ତାହ ଧରି ନିଖୋଜ ଅଛନ୍ତି କିନ୍ ଗାଙ୍ଗ। ଶେଷଥର ପାଇଁ ଜୁନ ୨୫ ତାରିଖରେ ତାଙ୍କୁ ଦେଖାଯାଇଥିବା ନେଇ ବିଦେଶ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।…
