ପ୍ରବଳ ବର୍ଷାଜନିତ ଆକସ୍ମିକ ବନ୍ୟାରେ ଭାସିଯାଇ ପୁଞ୍ଚ୍‌ରେ ୨ ଯବାନ ସହିଦ

ପୁଞ୍ଚ୍‌: ଜମ୍ମୁ ଓ କଶ୍ମୀରର ପୁଞ୍ଚ୍‌ ଜିଲ୍ଲାରେ ପ୍ରବଳ ବର୍ଷାଜନିତ ଆକସ୍ମିକ ବନ୍ୟା ଜଳରେ ଭାସିଯାଇ ୨ଜଣ ଯବାନଙ୍କର ସହିଦ ହୋଇଥିବା କଥା ଆଜି ଭାରତୀୟ ସେନା କହିଛି। ଭାରତୀୟ ସେନା କହିଛି, ଶନିବାର ଦିନ ସୁରନକୋଟ୍‌ ଅଞ୍ଚଳର ଡୋଗ୍ରା ନାଳ…

କାନାଡ଼ାରେ ଖାଲିସ୍ତାନ ସମର୍ଥକଙ୍କୁ କଡ଼ା ଜବାବ ଦେଲେ ଭାରତୀୟ, ଭାରତ ମାତା କି ଜୟ ନାରାରେ ସହର କମ୍ପିଲା

ଟୋରୋଣ୍ଟ : କାନାଡ଼ା ଟୋରୋଣ୍ଟର ସ୍ଥିତ ଭାରତୀୟ କନସୁଲେଟ(ବାଣିଜ୍ୟ ଦୂତାବାସ)ଙ୍କ କାର୍ଯ୍ୟାଳୟ ବାହାରେ ଖାଲିସ୍ତାନ ସମର୍ଥକମାନେ ରାଲି କରିବା ବେଳେ ଆଜି ଅଭିନବ ତରିକାରେ ଏହାକୁ କଡ଼ା ଜବାବ ଦେଇଛନ୍ତି ଭାରତୀୟ ସମର୍ଥକମାନେ। ବହୁ ସଂଖ୍ୟକ ଭାରତୀୟମାନେ କାନାଡ଼ାର ରାଜରାସ୍ତାକୁ ଭାରତୀୟ…

ବର୍ଷ ବିତ୍ପାତ ପାଇଁ ସରକାରୀ ଅଧିକାରୀଙ୍କ ରବିବାର ଛୁଟି ବାତିଲ କଲେ କେଜ୍ରିଓ୍ବାଲ, ହିମାଚଳରେ ଭୁଶୁଡିଲା ୪୦ବର୍ଷ ପୁରୁଣା ବ୍ରିଜ୍

ନୂଆଦିଲ୍ଲୀ: ମୌସୁମୀର ଆଗମନ ପରେ ଏବେ ଦେଶରେ ବର୍ଷା ଲାଗି ରହିଛି। କିଛି କିଛି ରାଜ୍ୟରେ ଲଗାଣ ବର୍ଷା ପାଇଁ ଲୋକଙ୍କ ଜୀବନ ଯିବା ସହ କିଛି ସ୍ଥାନରେ ଜାତୀୟ ରାଜପଥ ଧୋଇଯିବାର ଖବର ମିଳିଛି। ଏହା ସହ ହିମାଚଳର ମଣ୍ଡିରେ…

କଂଗ୍ରେସ ବରିଷ୍ଠ ନେତା ଦିଗ୍‌ବିଜୟ ସିଂହଙ୍କ ବିରୋଧରେ ମାମଲା ରୁଜୁ କଲା ଇନ୍ଦୋର ପୁଲିସ

ଇନ୍ଦୋର : କଂଗ୍ରେସ ବରିଷ୍ଠ ନେତା ଦିଗ୍‌ବିଜୟ ସିଂହଙ୍କ ବିରୋଧରେ ମାମଲା ରୁଜୁ କଲା ଇନ୍ଦୋର ପୁଲିସ। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ(ଆରଏସ୍‌ଏସ୍) ପୂର୍ବତନ ମୁଖ୍ୟ ଏମ୍‌ଏସ୍ ଗୋଲୱାଲକରଙ୍କୁ ଚରିତ୍ରକୁ ନେଇ ଏକ ବିବାଦୀୟ ପୋଷ୍ଟ ସୋଶାଲ ମିଡିଆରେ କରିବା ପରେ ତାଙ୍କ…

ଦିଲ୍ଲୀରେ ୪୧ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ନୂଆଦିଲ୍ଲୀ: ମୌସୁମୀର ଆଗମନ ପରେ ଏବେ ଦେଶରେ ବର୍ଷା ଲାଗି ରହିଛି। କିଛି କିଛି ରାଜ୍ୟରେ ଲଗାଣ ବର୍ଷା ପାଇଁ ଲୋକଙ୍କ ଜୀବନ ଯିବା ସହ କିଛି ସ୍ଥାନରେ ଜାତୀୟ ରାଜପଥ ଧୋଇଯିବାର ଖବର ମିଳିଛି। କୁହାଯାଉଛି ଯେ, ଦିଲ୍ଲୀର ବର୍ଷା…

ଜନସାଧାରଣଙ୍କୁ କ୍ଷମା ମାଗିଲେ ‘ଆଦିପୁରୁଷ’ର ସଂଳାପ ଲେଖକ ମନୋଜ

ନୂଆଦିଲ୍ଲୀ: ‘ଆଦିପୁରୁଷ’ର ସଂଳାପ ଜନସାଧାରଣଙ୍କ ଭାବାବେଗକୁ ଆଘାତ ଦେଇଥିବାରୁ ଏହାର ଲେଖକ ମନୋଜ ମୁନ୍ତଶିର୍‌ ଆଜି ଯୋଡ଼ହସ୍ତରେ କ୍ଷମା ପ୍ରାର୍ଥନା କରିଛନ୍ତି। ଆଜି ଟୁଇଟ୍‌ କରି ସେ ଲେଖିଛନ୍ତି: ଆଦିପୁରୁଷ ଯୋଗୁଁ ଜନତାଙ୍କ ଭାବାବେଗ ଆହତ ହୋଇଥିବା କଥା ମୁଁ ସ୍ବୀକାର…

ଆମେରିକା ତା’ର ଶେଷ ରାସାୟନିକ ଅସ୍ତ୍ରାଗାର ନଷ୍ଟ କରିଛି: ରାଷ୍ଟ୍ରପତି ବାଇଡେନ୍‌

ରିଚ୍‌ମଣ୍ଡ୍‌: କେଣ୍ଟୁକିର ପୂର୍ବାଞ୍ଚଳ ଅନ୍ତର୍ଗତ ବିଶାଳ ସାମରିକ ୟୁନିଟ୍‌ରେ ଥିବା ନିଜର ଶେଷ ରାସାୟନିକ ଅସ୍ତ୍ରଶସ୍ତ୍ର ସବୁ ଆମେରିକା ଧ୍ବଂସ କରି ଦେଇଥିବା କଥା ଶୁକ୍ରବାର ଦିନ ହ୍ବାଇଟ୍‌ ହାଉସ୍‌ ଘୋଷଣା କରିଛି। ଏହି ଅସ୍ତ୍ରଶସ୍ତ୍ର ସବୁ ପ୍ରଥମ ବିଶ୍ବଯୁଦ୍ଧ ଅମଳରୁ…

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ହିଂସା, ୫ ମୃତ

କୋଲକାତା: ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି । ଆଉ ଏଥିପାଇଁ ପଶ୍ଚିମବଙ୍ଗରେ ହିଂସା ଲଗାତାର ଜାରି ରହିଛି । ଶନିବାର ସକାଳ ୭ଟାରୁ ରାଜ୍ୟର ୭୪ ହଜାର ସିଟ୍‌ ପାଇଁ ମତଦାନ ଆରମ୍ଭ ହୋଇଛି ।…

ତେଲେଙ୍ଗାନା ଗସ୍ତରେ ପ୍ରଧାନମନ୍ତ୍ରୀ, ୬୧୦୦ କୋଟି ମୂଲ୍ୟର ପ୍ରକଳ୍ପ କରିବେ ଶିଳାନ୍ୟାସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁଇଟି ରାଜ୍ୟ ଗସ୍ତ କରିବେ। ପ୍ରଥମେ ସେ ତେଲେଙ୍ଗାନାରୁ ଯାତ୍ରା ଆରମ୍ଭ କରି ରାଜସ୍ଥାନକୁ ଯିବେ। ତେଲେଙ୍ଗାନାର ୱାରଙ୍ଗଲକୁ ପହଞ୍ଚି ଏକ ସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଠାରେ ସେ ବିଭିନ୍ନ ପ୍ରକଳ୍ପର ମୂଳଦୁଆ ପକାଇବେ। ଏଥିପାଇଁ…

ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

କୋଲକାତା: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟିଂ। କଡ଼ା ସୁରକ୍ଷା ଭିତରେ ଚାଲିଛି ମତଦାନ । ସନ୍ଧ୍ୟା ୫ଟା ଯାଏ ଚାଲିବ ଭୋଟ୍‌ ଗ୍ରହଣ । ସକାଳୁ ସକାଳୁ ବିଭିନ୍ନ ମତଦାନ କେନ୍ଦ୍ରରେ ଲାଗିଛି ଭୋଟରଙ୍କ ଲାଇନ । ଗ୍ରାମ ପଞ୍ଚାୟତ,…