ଜେଲେନସ୍କିଙ୍କୁ ନିଜ ମା’ଙ୍କ ହାତ ତିଆରି ବରଫି ପରସିଦେଲେ ରୁଷି ସୁନକ
ଲଣ୍ଡନ : ଭାରତୀୟ ‘ବରଫି’ର ମଜା ନେଲେ ୟୁକ୍ରେନ ରାଷ୍ଟ୍ରପତି ଭ୍ଲୋଡମିର ଜେଲେନସ୍କି । ତାହାକୁ ପୁଣି ପ୍ରସ୍ତୁତ କରିଥିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ମା’ । କିଛି ଦିନ ପୂର୍ବେ ବ୍ରିଟେନ ପ୍ରଧାନମନ୍ତ୍ରୀ ଓ ୟୁକ୍ରେନ୍ ରାଷ୍ଟ୍ରପତିଙ୍କ ଏକ…
