ଇମ୍ଫାଲ୍ରେ କେନ୍ଦ୍ରମନ୍ତ୍ରୀ ଆର୍. କେ. ରଞ୍ଜନ ସିଂହଙ୍କ ଘର ପୋଡ଼ିଦେଲେ ଉତ୍ତ୍ୟକ୍ତ ଜନତା
ଇମ୍ଫାଲ୍: ଗୁରୁବାର ବିଳମ୍ବିତ ରାତ୍ରରେ ମଣିପୁରର ଇମ୍ଫାଲ୍ରେ ପ୍ରାୟ ୧୦୦୦ରୁ ଅଧିକ ଉତ୍ତ୍ୟକ୍ତ ଜନତା କେନ୍ଦ୍ରମନ୍ତ୍ରୀ ଆର୍. କେ. ରଞ୍ଜନ ସିଂହଙ୍କ ଘର ପୋଡ଼ି ପକାଇଥିବା କଥା ସରକାରୀ ଅଧିକାରୀମନେ କହିଛନ୍ତି। ଇମ୍ଫାଲ୍ରେ କର୍ଫ୍ୟୁ ସତ୍ତ୍ବେ ଉତ୍ତ୍ୟକ୍ତ ଜନତା କୋଙ୍ଗ୍ବାସ୍ଥିତ କେନ୍ଦ୍ର…
