ସରକାରୀ ବାବୁଙ୍କ ପାଇଁ Y- ବ୍ରେକ୍‌; ସିଟ୍‌ରେ ବସି କରିବେ ଯୋଗ

ନୂଆଦିଲ୍ଲୀ : ଅଫିସ୍‌ରେ କାମ କରି କରି ହାଲିଆ ହୋଇ ପଡ଼ୁଛନ୍ତି ଅଧିକାରୀ ଓ କର୍ମଚାରୀ। ଅତ୍ୟଧିକ କାମ ଚାପ ଯୋଗୁ ସେମାନେ ନିଜ ଶରୀରର ଯତ୍ନ ନେଇ ପାରୁ ନାହାନ୍ତି। ଫଳରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ଅକାଳରେ ଜୀବନ…

ରାଜରାସ୍ତାରେ ରେଷ୍ଟୁରାଣ୍ଟ କର୍ମଚାରୀଙ୍କ ସହ ମାରପିଟ୍‌ କଲେ IAS-IPS ଅଫିସର, ଏବେ ହେଲେ ନିଲମ୍ବିତ

ଜୟପୁର : ରାଜସ୍ଥାନର ଜୟପୁର-ଆଜମେର ଜାତୀୟ ରାଜପଥରେ ଥିବା ଗୋଟିଏ ରେଷ୍ଟୁରାଣ୍ଟ କର୍ମଚାରୀଙ୍କ ସହ ମାରପିଟ କରିଛନ୍ତି ଜଣେ ଆଇଏସ ଓ ଜଣେ ଆଇପିଏସ ଅଫିସର। ଘଟଣାର ଭିଡିଓ ଭାଇରାଲ ହେବାପରେ ଏହି ଦୁଇ ବରିଷ୍ଠ ଅଧିକାରୀଙ୍କ ସହ ୫ ଜଣଙ୍କୁ…

ଲୁଙ୍ଗି ଓ ନାଇଟୀ ପିନ୍ଧି ବୁଲିବା ଉପରେ ଲାଗିଲା କଟକଣା, ଲୋକଙ୍କ ଭିତରେ ଅସନ୍ତୋଷ

ନୋଏଡା : ସର୍ବସାଧାରଣ ସ୍ଥାନରେ ଲୋକଙ୍କ ପାଇଁ ଡ୍ରେସ କୋଡ୍‌ର ବ୍ୟବସ୍ଥା କରିଛି ଗ୍ରେଟର ନୋଏଡା ସୋସାଇଟୀର ମାଲିକ ସଂଘ। ଗ୍ରେଟର ନୋଏଡା ଫେଜ ୨ରେ ଥିବା ହିମସାଗର ଆପାର୍ଟମେଣ୍ଟରେ ରହୁଥିବା ଲୋକଙ୍କ ପାଇଁ ଜାରି ହୋଇଥିବା ନୋଟିସରେ ଲୁଙ୍ଗି ଓ…

ଲଣ୍ଡନରେ ଭାରତୀୟ ଯୁବତୀଙ୍କୁ ହତ୍ୟା କଲା ବ୍ରାଜିଲ ଯୁବକ, ଗିରଫ କଲା ପୁଲିସ୍

ଲଣ୍ଡନ : ଲଣ୍ଡନର ୱେମ୍ବଲିରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଉଚ୍ଚଶିକ୍ଷା ପାଇଁ ଲଣ୍ଡନ ଯାଇଥିବା ହାଇଦ୍ରାବାଦର ଜଣେ ୨୭ ବର୍ଷୀୟା ଛାତ୍ରୀଙ୍କୁ ବ୍ରାଜିଲର ଜଣେ ଯୁବକ ଛୁରି ଭୁସି ହକ୍ୟା କରିଛି । ମୃତ ଭାରତୀୟ ଯୁବତୀଙ୍କ…

ହ୍ବାଟ୍ସଆପରେ ମିଳିବ ଭିଡିଓ ମେସେଜ୍ ସୁବିଧା

ନୂଆଦିଲ୍ଲୀ : ଲୋକପ୍ରିୟ ମେସେଜିଂ ଆପ ହ୍ୱାଟସଆପରେ ଚାଟିଂ କରିବାର ଶୈଳୀ ଏବେ ସମ୍ପୂର୍ଣ୍ଣ ବଦଳିବାକୁ ଯାଉଛି । ହ୍ୱାଟସଆପ ଏକ ଆଶ୍ଚର୍ଯ୍ୟଜନକ ଫିଚର ଆଣିବାକୁ ଯାଉଛି । ଏହି ଫିଚରକୁ ୟୁଜର୍ସମାନେ ଦୀର୍ଘ ଦିନ ଧରି ଅପେକ୍ଷା କରିଥିଲେ ।…

ଗୋଟିଏ ଦିନରେ ୫ଟି ବନ୍ଦେ ଭାରତ ଟ୍ରେନର ଉଦଘାଟନ କରିବେ ମୋଦୀ

ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ଭାରତୀୟ ରେଳ ଦେଶରେ ଏକାସାଙ୍ଗରେ ୫ଟି ବନ୍ଦେ ଭାରତ ଟ୍ରେନର ଉଦଘାଟନ କରିବାକୁ ନିଷ୍ପତ୍ତି ନେଇଛି । ଏହି ୫ଟି ବନ୍ଦେ ଭାରତ ଟ୍ରେନର ରୁଟ୍ ସ୍ଥିର କରାଯାଇଛି ଏବଂ ଉଦଘାଟନ ତାରିଖ ମଧ୍ୟ ଚୂଡ଼ାନ୍ତ…

କାଲି ସନ୍ଧ୍ୟା ବେଳେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ବିପର୍ଯ୍ୟୟ, ୪୫ ହଜାର ଲୋକ ସ୍ଥାନାନ୍ତର

ଅହମ୍ମଦାବାଦ : ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ଆସନ୍ତାକାଲି ସନ୍ଧ୍ୟା ବେଳେ ଗୁଜରାଟର କଚ୍ଛ ଜିଲ୍ଲା ଅନ୍ତର୍ଗତ ଜଖୌ ପୋର୍ଟ ନିକଟରେ ଲ୍ୟାଣ୍ତଫଲ କରିବ। ଲ୍ୟାଣ୍ଡଫଲ ବେଳେ ବିପର୍ଯ୍ୟୟ ଅତି ଭୀଷଣ ବାତ୍ୟାର ରୂପରେ ରହିଥିବ। ତେଣୁ ଏହାର…

ଜୁଲାଇ ୪ରେ କୁସ୍ତି ମହାସଂଘର ନିର୍ବାଚନ

ନୂଆଦିଲ୍ଲୀ : ବିବାଦରେ ଥିବା ଭାରତୀୟ କୁସ୍ତି ମହାସଂଘର ନିର୍ବାଚନ ଆସନ୍ତା ଜୁଲାଇ ୪ରେ ଅନୁଷ୍ଠିତ ହେବ। ଏଥିପାଇଁ ଭାରତୀୟ ଅଲିମ୍ପିକ ଆସୋସିଏସନ(ଆଇଓଏ) ପ୍ରକ୍ରିୟା ଆରମ୍ଭ କରିଛି। ନିର୍ବାଚନକୁ ସଂପୂର୍ଣ୍ଣ ନିରପେକ୍ଷ ଓ ସ୍ୱଚ୍ଛତାର ସହ କରିବା ପାଇଁ ଆଇଓଏ ଜମ୍ମୁ-କଶ୍ମୀର…

ମହିଳା ବନ୍ଧୁଙ୍କୁ କକପିଟ୍‌ରେ ବସାଇଥିଲେ ଦୁଇ ପାଇଲଟ, ହେଲା ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ : ପୁଣିଥରେ ଦୁଇ ଜଣ ପାଇଲଟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଏୟାର ଇଣ୍ଡିଆ। ଏହି ଦୁଇ ପାଇଲଟ ବିମାନ ଚଳାଇବା ବେଳେ ନିଜର ମହିଳା ବନ୍ଧୁଙ୍କୁ ବେଆଇନ ଭାବେ କକପିଟ୍‌ରେ ପ୍ରବେଶ କରିବାକୁ ଅନୁମତି ଦେଇଥିଲେ। ଦିଲ୍ଲୀରୁ ଲେହ…

ନୀତୀଶ କୁମାରଙ୍କ କ୍ୟାବିନେଟରୁ ଇସ୍ତଫା ଦେଲେ ସନ୍ତୋଷ କୁମାର ସୁମନ

ପାଟନା : ବିହାର ରାଜନୀତିରେ ସବୁ କିଛି ଠିକ ନାହିଁ। ଶାସକ ମେଣ୍ଟରେ ଫାଟ ସୃଷ୍ଟି ହେବାର ସଙ୍କେତ ମିଳିଛି। ଜେଡିୟୁ ଓ ଆରଜେଡି ସହ ହାତ ମିଳାଇଥିବା ଛୋଟ ଛୋଟ ଦଳ ଗୁଡ଼ିକ ଆଉ ନିଜର ଅସ୍ଥିତ୍ୱ ନେଇ ସୁରକ୍ଷିତ…