ଜାନୁଆରି ୬ରେ ଓଡ଼ିଶା ଆସିବେ ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର
ଭୁବନେଶ୍ଵର: ଆଜି ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ନାଗପୁର ଠାରେ ଅନୁଷ୍ଠିତ ହେଉଥିବା ୧୩୯ ତମ କଂଗ୍ରେସ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ କ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଯୋଗ ଦେଇଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ…
