ଫେବୃଆରୀରେ ପଡ଼ିଥାଆନ୍ତା ହାତଗଣ୍ଠି, କିନ୍ତୁ ତା’ ପୂର୍ବରୁ ଟଳି ପଡ଼ିଲେ କନଷ୍ଟେବଳ
ମାଡ଼ି ଆସିଛି ଦୁଃଖର ପାହାଡ଼। କ୍ଷଣିକେ ଚୂରମାର ହୋଇଯାଇଛି ସବୁ ସ୍ୱପ୍ନ। ଯେଉଁ ଘରେ ବାହାଘର ପାଇଁ ପ୍ରସ୍ତୁତି ଚାଲିଥିଲା, ସେଠି ଆଜି ସମସ୍ତେ କାନ୍ଦୁଛନ୍ତି। ବାହାଘର ବଦଳରେ ଶବ ସତ୍କାର ପାଇଁ ଚାଲିଛି ପ୍ରସ୍ତୁତି। କାରଣ ଫେବୃଆରୀ ମାସରେ ବାହା ହେବାକୁ…
