ଗାଜାର ଏକ ଶରଣାର୍ଥୀ ଶିବିର ଉପରେ ଇସ୍ରାଏଲର ଆକ୍ରମଣ, ୭୦ ମୃତ

ଗାଜାରେ ଇସ୍ରାଏଲ ଆକ୍ରମଣ ଜାରି ରଖିଛି। ଇସ୍ରାଏଲ୍ ସେନା କ୍ରମାଗତ ଭାବରେ ହମାସ ଆତଙ୍କବାଦୀଙ୍କ ଉପରେ ବୋମା ମାଡ଼ କରୁଛି। ଏହି ସମୟରେ, ଶନିବାର ବିଳମ୍ବିତ ରାତିରେ ଗାଜା ଅଞ୍ଚଳର ଅଲ-ମଗାଜୀ ଶରଣାର୍ଥୀ ଶିବିରରେ ଏକ ଶକ୍ତିଶାଳୀ ବିସ୍ଫୋରଣ ଘଟିଛି। ଏଥିରେ…

ନୂଆବର୍ଷ ପୂର୍ବରୁ କମିସନରେଟ ପୋଲିସ ଜାରି କଲା ନୂଆ ଗାଇଡ୍ ଲାଇନ

ଭୁବନେଶ୍ୱର: ଆସୁଛି ନୂଆ ବର୍ଷ । ଧୁମଧାମରେ ଲୋକେ ଏହାକୁ ପାଳନ କରିବେ। ହୋଟେଲ, ଡ୍ୟାନ୍ସବାର, ପବ୍ ସେମତ କ୍ଲବରେ ବ୍ୟାପକ ପ୍ରସ୍ତୁତି । ୨୦୨୪କୁ ସ୍ୱାଗତ ପାଇଁ ହୋଟେଲ, ପବ୍, ଡ୍ୟାନ୍ସ ବାର ପ୍ରସ୍ତୁତ ରହିଛି। ହେଲେ ନୂଆବର୍ଷ ସେଲିବ୍ରେସନ ପୂର୍ବରୁ…

ହିନ୍ଦୀଭାଷୀ ରାଜ୍ୟ ବିବାଦ, ରାହୁଲଙ୍କୁ ପ୍ରମାଣ ମାଗିଲେ କବିତା

ହିନ୍ଦୀଭାଷୀ ରାଜ୍ୟକୁ ନେଇ ଡିଏମ୍‌କେ ସାଂସଦ ଦେଇଥିବା ବିବାଦୀୟ ମନ୍ତବ୍ୟ ନେଇ ବିବାଦ ତେଜିବାରେ ଲାଗିଛି। ତାଙ୍କ ବୟାନକୁ ନେଇ ଆରମ୍ଭ ହୋଇ ରାଜନୀତି। ଚାରିଆଡୁ ଡିଏମ୍‌କେ ସାଂସଦଙ୍କ ମନ୍ତବ୍ୟଙ୍କୁ ବିରୋଧ କରାଯାଉଛି। କେବଳ ସେତିକି ନୁହେଁ ସାଂସଦଙ୍କ ମନ୍ତବ୍ୟକୁ ନେଇ…

ଜନ୍ମିଦନ ଭୋଜି ଖାଇବା ପରେ ବାଲିଗୁଡ଼ାରେ ଅନେକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି

କନ୍ଧମାଳ: ବାଲିଗୁଡ଼ାରେ ଏକ ଜନ୍ମଦିନ ପାର୍ଟିରେ ଖାଦ୍ୟ ଖାଇ ୩୦ରୁ ଅଧିକ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହା ଉତ୍ସବମୁଖର ପରିସ୍ଥିତିକୁ ଫିକା କରି ଦେଇଛି। ଶୁକ୍ରବାର କଲ୍ୟାଣ ମଣ୍ଡପରେ ଏକ ଭୋଜିର ଆୟୋଜନ କରାଯାଇଥିଲା। ପାର୍ଟିର କିଛି ଘଣ୍ଟା ପରେ, ଅନେକ ଅତିଥି…

ରାଜ୍ୟସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ ପାଳିତ

ଭୁବନେଶ୍ୱର: ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାତୀୟ ଉପଭୋକ୍ତା ଦିବସ ପାଳିତ ହୋଇଯାଇଛି। ଜୟଦେବ ଭବନରେ ରାଜ୍ୟସ୍ତରୀୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ରାଜ୍ୟ ଉପଭୋକ୍ତା ସଚେତନତା ପ୍ରତିଷ୍ଠାନ ପକ୍ଷରୁ ଉପଭୋକ୍ତା ସଚେତନତା ନିମନ୍ତେ ଏକ…

ଧାନ କିଣାରେ ବ୍ୟାପକ ଦୁର୍ନୀତି: ଏମ.ଏସ.ପି ବୃଦ୍ଧି ସହ କୁଇଣ୍ଟାଲ ପିଛା ୬ଶହ ବୋନସ ଦାବି

ଭୁବନେଶ୍ଵର: ପୁଣି ଚାଷୀଙ୍କ ପାଇଁ ଗର୍ଜିଲା କିଷାନ କଂଗ୍ରେସ। ଧାନକିଣାରେ ବ୍ୟାପକ ଦୁର୍ନୀତି, ଟୋକନ, ଟାର୍ଗେଟ ଓ ମଣ୍ଡି ସମସ୍ୟାରେ ଘୋର ଅବ୍ୟବସ୍ଥା ନେଇ ସରକାରଙ୍କୁ ଟାର୍ଗେଟ କରିଛି। ଏଥିସହ ଏମ.ଏସ.ପି ବୃଦ୍ଧି ଓ ପ୍ରତି କୁଇଣ୍ଟାଲରେ ୬ଶହ ଟଙ୍କା ବୋନସ…

ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀରେ ମା’ ଯଶୋଦାଙ୍କ ହାତରନ୍ଧା ଖାଇଲେ ପ୍ରଭୁ ଶ୍ରୀକୃଷ୍ଣ

ପୁରୀ : ଆଜି ହେଉଛି ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀ । ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ ହୁଏ ନାନାଦି ବ୍ୟଞ୍ଜନ । ପୁରୀ ବଳିଆପଣ୍ତା ସ୍ଥିତ ଗୌରବିହାର ବା ମାତା ମଠରେ ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ଭୋଗ କରାଯାଇଛି…

ଦେଶରେ ଗତ ୨୪ ଘଣ୍ଟାରେ ୬୫୬ କରୋନା ପଜିଟିଭ ଚିହ୍ନଟ, ସକ୍ରିୟ ମାମଲା ୩୭୪୨

ପୁଣି ମାରାତ୍ମକ ହେବ କି କରୋନା ? ଦେଶରେ ଗତ ୨୪ ଘଣ୍ଟାରେ ୬୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ। JN.1 ସବ ଭାରିଆଣ୍ଟ ଚିନ୍ତା ବଢାଇଥିବାବେଳେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ…

କାମିଆ ଜାନି ପ୍ରସଙ୍ଗରେ ବିଜେପିକୁ କଡ଼ା ଜବାବ ଦେଲା ବିଜେଡି

ଭୁବନେଶ୍ବର: କାମିଆ ଜାନି ପ୍ରସଙ୍ଗରେ ବିଜେପିକୁ କଡ଼ା ଜବାବ ଦେଲା ବିଜେଡି। ବିଜେଡି ବିଧାୟକ ସୁଧୀର ସାମଲ କହିଛନ୍ତି, ସେମାନେ ଯେତେବେଳେ ଅଯୋଧ୍ୟାରେ ନେଇ ତାଙ୍କ ବ୍ରାଣ୍ଡ ଆମ୍ବାସଡର କରିଥିଲେ, ସେତେବେଳେ କଣ ହିନ୍ଦୁତ୍ୱ କ୍ଷର୍ଣ୍ଣ ହେଉନଥିଲା କି। ତେଣୁ ସେମାନେ…

ଜାନୁୟାରୀ ୬ରେ L1 ପଏଣ୍ଟରେ ପହଞ୍ଚିବ ଆଦିତ୍ୟ

ସୂର୍ଯ୍ୟଙ୍କ ଅଧ୍ୟୟନ ପାଇଁ ଇସ୍ରୋ ପକ୍ଷରୁ ପଠାଯାଇଥିବା ଆଦିତ୍ୟ ସୋଲାର ଅବଜରଭେଟୋରୀ ୨୦୨୪ ଜାନୁୟାରୀ ୬ରେ L1 ପଏଣ୍ଟରେ ପହଞ୍ଚିବ। ଇସ୍ରୋ ମୁଖ୍ୟ ଡ. ଏସ୍‌. ସୋମନାଥ ଏହା କହିଛନ୍ତି। ସେ କହିଛନ୍ତି ଯେ ଆସନ୍ତା ୬ରେ ଆଦିତ୍ୟକୁ L1 ପଏଣ୍ଟରେ…