ଓଡ଼ିଆ ଝିଅ ସଂଧ୍ୟା ଦଳେଇ ହେଲେ ମିସେସ୍ ଏସିଆ ୱାର୍ଲଡ-୨୦୨୩
ରାୟଗଡ଼ା: ରାୟଗଡାର ଝିଅ ଡ.ସଂଧ୍ୟା ଦଳେଇ ଥାଇଲାଣ୍ଡର ବ୍ୟାଙ୍ଗକକ୍ରେ ଅନୁଷ୍ଠିତ ମିସେସ ଏସିଆ ୱାର୍ଲଡ-୨୦୨୩ ପ୍ରତିଯୋଗିତାରେ ବିଜୟିନୀ ହୋଇଛନ୍ତି। ଏହି କାର୍ଯ୍ୟକ୍ରମକୁ ମୁମ୍ବାଇ ଗ୍ଲୋବାଲ ଇଣ୍ଟରନେସନାଲ ବ୍ୟୁଟି ପେଜିଏଣ୍ଟ ତରଫରୁ ଆୟୋଜନ କରାଯାଇଥିଲା। ଡ.ସଂଧ୍ୟା ଦିଲ୍ଲୀରେ ଅନୁଷ୍ଠିତ ଚୟନ ପ୍ରକ୍ରିୟାରେ ସାମିଲ…
