ବିଷ ପିଇ ଚାଷୀଙ୍କ ଆତ୍ମହତ୍ୟା, ଫସଲ କ୍ଷତିଗ୍ରସ୍ତ ଯୋଗୁ ଆତ୍ମହତ୍ୟା ଅଭିଯୋଗ
ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ପାଖର ପଞ୍ଚାୟତ ଅଧୀନ ବାଜବାଟି ଗ୍ରାମରେ ବିଷ ପିଇ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ ଗ୍ରାମର ନିତ୍ୟାନନ୍ଦ ପରିଡା। ନିତ୍ୟାନନ୍ଦ ୨ଦିନ ତଳେ ବାଜବାଟି ମୌଜାରେ ଥିବା ଚାଷଜମିକୁ…
