ପ୍ରତି ବୁଥରୁ ୫୦ ପ୍ରତିଶତରୁ ଅଧିକ ଭୋଟ୍ ବିଜେପିର ଲକ୍ଷ୍ୟ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ପ୍ରତି ବୁଥରୁ ୫୦ ପ୍ରତିଶତରୁ ଅଧିକ ଭୋଟ୍ ହାସଲ କରିବା ବିଜେପିର ଲକ୍ଷ୍ୟ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ ଆହୁରି କହିଛନ୍ତି, ଗତ ୧୦ ବର୍ଷ ଧରି ଏକ ସ୍ଥିର ସରକାର ଥିବାରୁ ଦେଶର…

କୁସ୍ତି ମହାସଂଘକୁ ଚଳାଇବ ସ୍ୱତନ୍ତ୍ର କମିଟି

ଭାରତୀୟ କୁସ୍ତି ସଂଘର ନବ ନିର୍ବାଚିତ ସଦସ୍ୟଙ୍କୁ ଆଜି କ୍ରୀଡ଼ା ମନ୍ତ୍ରଣାଳୟ ନିଲମ୍ବିତ କରିବା ପରେ ଏହାକୁ ନେଇ ଚର୍ଚ୍ଚା ଜାରି ରହିଛି। ବିବାଦ ବଢ଼ୁଥିବା ବେଳେ ଏବେ ଭାରତୀୟ କୁସ୍ତି ମହାସଂଘକୁ ଚଳାଇବ ଗୋଟିଏ ସ୍ୱତନ୍ତ୍ର ପ୍ୟାନେଲ। ଭାରତୀୟ ଅଲିମ୍ପିକ୍ସ…

100ଫୁଟ ଲମ୍ବର ସାଣ୍ଟା କ୍ଳସ ନିର୍ମାଣ କରି ୱାର୍ଲଡ ରେକର୍ଡସ ବୁକ ଅଫ ଇଣ୍ଡିଆ ରେକର୍ଡ ହାସଲ କଲେ ସୁଦର୍ଶନ ପଟ୍ଟନାୟକ

ପୁରୀ : ପୁରୀ ବେଳା ଭୂମିରେ ବାଲୁକା କଳା ନିର୍ମାଣ କରି ୱାର୍ଲଡ ରେକର୍ଡସ ବୁକ ଅଫ ଇଣ୍ଡିଆ ରେକର୍ଡ ହାତେଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ l ପବିତ୍ର ବଡ ଦିନ ଵା କ୍ରୀଷ୍ଟମାସ ଅବସରରେ ପୁରୀ ବ୍ଲୁ ଫ୍ଲାଗ ବୀଚ…

ସଞ୍ଜୟ ସିଂହଙ୍କ ନିଲମ୍ବନକୁ ସମର୍ଥନ ଜଣାଇଥିଲେ ସାକ୍ଷୀ ମଲ୍ଲିକ

କେନ୍ଦ୍ର ସରକାରଙ୍କ ତରଫରୁ କୁସ୍ତିସଂଘର ମାନ୍ୟତା ରଦ୍ଦ ଓ ନବ ନିଯୁକ୍ତ ଅଧ୍ୟକ୍ଷ ସଂଜୟ ସିଂହଙ୍କ ନିଲମ୍ବନ ପରେ କୁସ୍ତିଯୋଦ୍ଧାଙ୍କ ମଧ୍ୟରେ ଖୁସିର ଲହର ଖେଳିଯାଇଛି। ଏହାକୁ ସମର୍ଥନ ଜଣାଇଛନ୍ତି ମହିଳା କୁସ୍ତିଯୋଦ୍ଧା ସାକ୍ଷୀ ମଲ୍ଲିକ। ସରକାରଙ୍କ ତରଫରୁ ନିଆଯାଇଥିବା ପ୍ରାଥମିକ…

ଆରପାରିରେ ସ୍ବାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲିକ: ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ଚାଟରାଚକୋଡା ପଞ୍ଚାୟତ ହଳଦୀବସନ୍ତ ଗାଁର ଶତାୟୁ  ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲିକ  । ଗତକାଲି ୧୦୩ ବୟସରେ ତାଙ୍କର ପରଲୋକ ଘଟିଛି । ୧୯୨୯ ମସିହାରେ  ଜନ୍ମଗ୍ରହଣ କରିଥିଲେ ସ୍ଵର୍ଗତଃ ମଲିକ ।…

କୁଆଡେ ଗଲା ୨ କୋଟି ଚାକିରି? ବେରୋଜଗାରୀକୁ ନେଇ ବର୍ଷିଲେ ଖାଡ଼ଗେ

'କୁଆଡେ ଗଲା ପ୍ରତିବର୍ଷ ୨ କୋଟି ଚାକିରି ପ୍ରତିଶ୍ରୁତି। ବେରୋଜଗାରୀ ଦେଶର ସବୁଠାରୁ ଜ୍ୱଳନ୍ତ ପ୍ରସଙ୍ଗ।' ଏଭଳି କିଛି କହି ବିଜେପି ଉପରେ ବର୍ଷିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଡ଼ଗେ। ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାରକୁ ଟାର୍ଗେଟ କରି ଖାଡ଼ଗେ ଏକ୍ସରେ ଏକ…

କିଟ୍ ଓ କିସରେ ଜାତୀୟ ବିଶ୍ୱବିଦ୍ୟାଳୟ ସନ୍ତରଣ ଓ ଯୋଗାସନ ଚାମ୍ପିୟନସିପ୍ ଉଦଯାପିତ

କିଟ୍ ଓ କିସରେ ଜାତୀୟ ବିଶ୍ୱବିଦ୍ୟାଳୟ ସନ୍ତରଣ ଓ ଯୋଗାସନ ଚାମ୍ପିୟନସିପ୍ ଉଦଯାପିତ ହୋଇଯାଇଛି। ଯୋଗାସନ ଚାମ୍ପିୟନସିପରେ ୨ଶହରୁ ଊର୍ଦ୍ଧ୍ୱ ବିଶ୍ୱବିଦ୍ୟାଳୟରୁ ୨ ହଜାର ୫ଶହରୁ ଅଧିକ ପ୍ରତିଯୋଗୀ, ୩ଶହରୁ ଊର୍ଦ୍ଧ୍ୱ କୋଚ ଓ ଅଫିସିଆଲ୍ ଯୋଗ ଦେଇଥିଲେ । ଏହାସହ…

କୁସ୍ତିରୁ ସନ୍ୟାସ ନେଲେ ବ୍ରିଜ ଭୂଷଣ

ଭାରତୀୟ କୁସ୍ତି ମହାସଂଘ ଉପରେ କ୍ରୀଡା ମନ୍ତ୍ରଣାଳୟ ବଡ ଆକ୍ସନ ନେଇଛି। ଏହା ପରେ କୁସ୍ତି ମହାସଂଘର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂହ କୁସ୍ତିରୁ ସନ୍ୟାସ ନେଇଛନ୍ତି। ସେ ଖୋଦ୍‌ ଏହି ଘୋଷଣା କରିଛନ୍ତି। ବିଜେପି ସାଂସଦ ବ୍ରିଜଭୂଷଣ…

ଆସନ୍ତା ଜାନୁଆରୀ ରୁ ମାଲକାନଗିରିକୁ ଉଡିବ ବିମାନ

ମାଲକାନଗିରି: ରାଉରକେଲା ପରେ ମାଲକାନଗିରି ରୁ ଉଡିବ ବିମାନ । ଏନେଇ ଶେଷ ହୋଇଛି ବିମାନବନ୍ଦର ନିର୍ମାଣ କାର୍ଯ୍ୟ । ତେବେ ନୂଆବର୍ଷରୁ ମାଲକାନଗିରିକୁ ବିମାନ ଉଡିବା ନେଇ ସୂଚନା ମିଳିଛି । ପ୍ରଥମ ପର୍ଯ୍ୟାୟରେ ନନ୍ ସିଡ୍ୟୁଲ ବିମାନ ଚଳାଚଳ…

ନୂଆବର୍ଷରୁ ନୂଆ ନିୟମ, ମନ୍ଦିର ଭିତରକୁ ମନା ଜିନ୍ସ ଟପ୍‌

ଏଣିକି ମନ୍ଦିର ଭିତରକୁ ମନା ଜିନ୍ସ ଟପ୍‌। କେବଳ ଜିନ୍ସ ଟପ୍‌ ନୁହେଁ ସର୍ଟସ୍‌, ମିନି ସ୍କର୍ଟ, ମିଡି, ସ୍ଲିଭ୍‌ଲେସ୍‌ ଟପ୍‌ ଆଦି ପିନ୍ଧି ମନ୍ଦିରକୁ ଯାଇପାରିବେନି ପର୍ଯ୍ୟଟକ। ନୂଆ ବର୍ଷରୁ ଲାଗୁ ହେବ ଏଭଳି କିଛି ନୂଆ ନିୟମ। ୨୦୨୪…