ଜାପାନରେ ୬.୬ ତୀବ୍ରତାର ଭୂମିକମ୍ପ, ସୁନାମୀ ଚେତାବନୀ
ଜାପାନରେ ୬.୬ ତୀବ୍ରତାର ଭୂମିକମ୍ପ । ଭୂମିକମ୍ପ ପରେ ଜାପାନର ପାଣିପାଗ ବିଭାଗ ମଧ୍ୟ ସୁନାମୀ ଚେତାବନୀ ଦେଇଛି। ୫ ଅକ୍ଟୋବର ଦିନ ଜାପାନୀ ସମୟ ୧୧ ଟା ବେଳେ ଏହି ଭୂକମ୍ପ ଘଟିଥିଲା। ଜାପାନର ଇଜୁ ଦ୍ୱୀପରେ ୧ ମିଟର…
ଜାପାନରେ ୬.୬ ତୀବ୍ରତାର ଭୂମିକମ୍ପ । ଭୂମିକମ୍ପ ପରେ ଜାପାନର ପାଣିପାଗ ବିଭାଗ ମଧ୍ୟ ସୁନାମୀ ଚେତାବନୀ ଦେଇଛି। ୫ ଅକ୍ଟୋବର ଦିନ ଜାପାନୀ ସମୟ ୧୧ ଟା ବେଳେ ଏହି ଭୂକମ୍ପ ଘଟିଥିଲା। ଜାପାନର ଇଜୁ ଦ୍ୱୀପରେ ୧ ମିଟର…
ନୂଆଦିଲ୍ଲୀ: ଦିଲ୍ଲୀ ମଦ ନୀତି ଦୁର୍ନୀତିରେ ‘ଆମ୍ ଆଦ୍ମି ପାର୍ଟି’କୁ ଅଭିଯୁକ୍ତ କରିବ ବୋଲି ଆଜି ‘ପ୍ରବର୍ତ୍ତନ ନିର୍ଦେଶାଳୟ’ ସୁପ୍ରିମ୍ କୋର୍ଟଙ୍କୁ ସୂଚନା ଦେବାକୁ ଯାଉଥିବା କଥା ‘ଇଣ୍ଡିଆ ଟୁଡେ’ ରିପୋର୍ଟ କରିଛି। ଏହି ମାମଲାରେ ହିତାଧିକାରୀ ବୋଲି କୁହାଯାଉଥିବା ରାଜନୈତିକ…
ଆଗକୁ ବିଧାନସଭା ନିର୍ବାଚନ ଥିବା ବେଳେ ମଧ୍ୟପ୍ରଦେଶ ସରକାର ଖେଳିଛନ୍ତି ମହିଳା କାର୍ଡ। ଏଣିକି ମଧ୍ୟପ୍ରଦେଶରେ ସମସ୍ତ ସରକାରୀ ଚାକିରିରେ ୩୫% ସଂରକ୍ଷଣ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଥିବା…
ପ୍ରୟାଗରାଜ: ପ୍ରଥମ ସ୍ୱାମୀଙ୍କ ଠାରୁ ଛାଡ଼ପତ୍ର ନ ନେଇ ଦ୍ୱିତୀୟ ବିବାହ କରିଥିବା ଦାବିକୁ ଆହ୍ଲାବାଦ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ହିନ୍ଦୁ ଆଇନ ଅନୁଯାୟୀ ଏହା ଜରୁରୀ ଯେ ‘ସାତ ଫେରା’ ବିନା ହିନ୍ଦୁ ବିବାହ ବୈଧ ନୁହେଁ ବୋଲି…
ପ୍ରେମିକା ନାରାଜ ଥିବାରୁ ଜାତକ ଦେଖାଇବାକୁ ଜ୍ୟୋତିଷଙ୍କ ଶରଣ ପଶିଲେ ଯୁବକ । ଜ୍ୟୋତିଷ ତାଙ୍କ ଜାତକ ଦେଖିବାରେ ବ୍ୟସ୍ତ ଥିବା ବେଳେ ଦୁଇ ଯୁବକଜଣକ କୋଲ୍ଡ ଡ୍ରିଙ୍କ୍ସରେ କିଛି ନିଶା ଦ୍ରବ୍ୟ ମିଶାଇ ତାଙ୍କୁ ପିଇବାକୁ ଦେଇଥିଲେ। ଏହାପରେ ଜ୍ୟୋତିଷଜଣକ…
ତାମିଲନାଡୁ: ଜଳିଗଲା ବାଣ କାରଖାନା । ଚାଲିଗଲା ୪ଜଣଙ୍କ ଜୀବନ । ବାଣ ଭିଡୁଥିବା ବେଳେ ବାଣ କାରଖାନାରେ ଘଟିଲା ବିସ୍ଫୋରଣ । ତାମିଲନାଡୁର ନାଗାପାଟ୍ଟିନାମ୍ ଜିଲ୍ଲାରେ ଘଟିଛି ଏହି ଦୁର୍ଘଟଣା । ତେବେ ଦୁର୍ଘଟଣାରେ ଆହତ ମାନଙ୍କ ସଂଖ୍ୟା ଜଣାପଡିନଥିବା…
ଜମ୍ମୁ-କାଶ୍ମୀରର କୁଲ୍ଗାମରେ ଭାରତୀୟ ସେନାର ଯବାନଙ୍କୁ ବଡ଼ ସଫଳତା ମିଳିଛି। ଏଠାରେ ସେନା ଏନ୍କାଉଣ୍ଟର କରି ୨ ଆତଙ୍କବାଦୀଙ୍କୁ ନିପାତ କରିଛି। ଜିଲ୍ଲାର କୁଜ୍ଜର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ବୁଧବାର ଅପରାହ୍ନରୁ ହିଁ ଗୁଳି ବିନିମୟ ଜାରି…
ୱାସିଂଟନ୍: ଅନେକଥର କାମୁଡ଼ାକାମୁଡ଼ି କରିବାରୁ ଆମେରିକାର ରାଷ୍ଟ୍ରପତି ଜୋ’ ବାଇଡେନ୍ଙ୍କର ୨ ବର୍ଷିୟ ଜର୍ମାନ୍ ସେଫର୍ଡ କୁକୁର ‘କମାଣ୍ଡର୍’କୁ ହ୍ବାଇଟ୍ ହାଉସ୍ରୁ ବିଦା କରାଯାଇଛି। ପ୍ରାପ୍ତ ସୂଚନା ଅନୁସାରେ, ରାଷ୍ଟ୍ରପତି ଭବନ ହ୍ବାଇଟ୍ ହାଉସ୍ ଓ ବାଇଡେନ୍ଙ୍କ ପାରିବାରିକ ବାସଭବନରେ ଥିବା…
କାମ ବାହାନାରେ ଶିକ୍ଷକଙ୍କୁ ନିଜ ଚାମ୍ବରକୁ ଡାକିଲେ ଘରୋଇ ସ୍କୁଲ ମାଲିକ । ଆଉ ଏକୁଟିଆ ପାଇ ବଳାତ୍କାର କଲେ। ଏହାର ଭିଡିଓ କରି ଭାଇରାଲ କରିବାର ଧମକ ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କଲେ। ଏପରି ଏକ…
ରାଜସ୍ଥାନ: କୁହାଯାଏ ଯେ, ସତ କେବେ ଲୁଚି ରହେନା । ବିଳମ୍ବରେ ହେଉ ପଛେ କିନ୍ତୁ ଦିନେ ନା ଦିନେ ସତ ସାମ୍ନାକୁ ଆସେ । ଏପରି କିଛି ଘଟଣା ଦେଖିବାକୁ ମିଳିଛି ରାଜାସ୍ଥାନ ବାସିନ୍ଧା ମୋନା ବୁଗାଲିଆଙ୍କ କ୍ଷେତ୍ରରେ ।…