ସାରା ଦେଶରେ ଜାତିଗତ ଗଣନା ହେଉ, ତେବେ ହିଁ ନ୍ୟାୟ ମିଳିବ: ମାୟାବତୀ
ଲଖନଉ: ଜାତିଗତ ସର୍ଭେ ପରେ ତଥ୍ୟ ପ୍ରକାଶ କରିବାରେ ବିହାର ହେଉଛି ଦେଶର ପ୍ରଥମ ରାଜ୍ୟ। ଏହି ସର୍ଭେର ଫଳାଫଳରୁ ଜଣାପଡ଼ିଛି ଯେ, ରାଜ୍ୟର ୩୬ ପ୍ରତିଶତ ଲୋକ ହେଉଛନ୍ତି ଅତିଶୟ ପଛୁଆ, ୨୭.୧ ପ୍ରତିଶତ ହେଉଛନ୍ତି ପଛୁଆ, ୧୯.୭ ପ୍ରତିଶତ…
ଲଖନଉ: ଜାତିଗତ ସର୍ଭେ ପରେ ତଥ୍ୟ ପ୍ରକାଶ କରିବାରେ ବିହାର ହେଉଛି ଦେଶର ପ୍ରଥମ ରାଜ୍ୟ। ଏହି ସର୍ଭେର ଫଳାଫଳରୁ ଜଣାପଡ଼ିଛି ଯେ, ରାଜ୍ୟର ୩୬ ପ୍ରତିଶତ ଲୋକ ହେଉଛନ୍ତି ଅତିଶୟ ପଛୁଆ, ୨୭.୧ ପ୍ରତିଶତ ହେଉଛନ୍ତି ପଛୁଆ, ୧୯.୭ ପ୍ରତିଶତ…
ଭୁବନେଶ୍ୱର: ବିଜେଡି ଓ ବିଜେପି ମିଶି ବିଧାନସଭାକୁ ବନ୍ଦ କରୁଛନ୍ତି। କାଳେ ବେଦାନ୍ତ ଜମି ପ୍ରସଙ୍ଗରେ ଆଲୋଚନା ହେବ ସେଥିପାଇଁ ଉଭୟେ ମିଳିମିଶି ଗୃହକୁ ବନ୍ଦ କରି ଦେଇଛନ୍ତି ବିଜେଡି-ବିଜେପି । ଏମିତି କହି ବର୍ଷିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା…
ମୁମ୍ବାଇ: ଆଇଆଇଟି ବମ୍ବେରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଛାତ୍ର ନିରାମିଷ ଭୋଜନ ଟେବୁଲରେ ଆମିଷ ଖାଇଥିବାରୁ ଏବେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି | ଏହି ଛାତ୍ରଙ୍କ ଉପରେ ୧୦୦୦୦ ଟଙ୍କା ଜରିମାନା କରାଯାଇଛି। ଆଇଆଇଟି ବମ୍ବେ…
ଜଳେଶ୍ୱର: ଓଡିଶା – ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ଦୀଘା ମାଛ ମାର୍କେଟରେ ବିକ୍ରି ହେଲା ବିଶାଳକାୟ ଭୋଲା ମାଛ। ମାଛଟିର ଓଜନ ଏକ କ୍ବିଣ୍ଟାଲ ୧୦ କିଲୋଗ୍ରାମରୁ ଅଧିକ । ଓଡିଶାର ପାରାଦୀପ ଅଞ୍ଚଳର କିଛି ମତ୍ସ୍ୟଜୀବୀ ଟ୍ରଲର ସାହାଯ୍ୟରେ ଗଭୀର ସମୁଦ୍ରକୁ…
ହାଙ୍ଗ୍ଝୌ: ଚଳିତ ୧୯ତମ ଏସୀୟ କ୍ରୀଡ଼ାରେ ଆଜି ଭାରତର ପ୍ରଦର୍ଶନ ଜବରଦସ୍ତ ରହିଛି। ବିଶେଷ କରି ଦୌଡ଼କୁଦରୁ ଭାରତକୁ ଗୋଟିଏ ପରେ ଗୋଟିଏ ପଦକ ମିଳିବାରେ ଲାଗିଛି। ଆଜି ପାରୁଲ ଚୌଧୁରୀଙ୍କୁ ସ୍ୱର୍ଣ୍ଣ, ମହମ୍ମଦ ଜିତିଲେ ରୌପ୍ୟ, ବିଥ୍ୟା ଓ ପ୍ରବୀଣଙ୍କୁ…
ବାଙ୍କୀ: ବ୍ରିଜରେ ଅଧା ଝୁଲି ରହିଥିବା ବସ୍ ଉଦ୍ଧାର ହୋଇଛି । ସ୍ଥାନୀୟ ଲୋକ , ଅଗ୍ନିଶମ ଏବଂ ପୋଲିସ କର୍ମଚାରୀଙ୍କ ଉଦ୍ୟମରେ ବସଟିକୁ ଉଠାଯାଇଛି । ଏକ ହାଇଓ୍ବା ଏବଂ କ୍ରେନ ସାହାର୍ଯ୍ୟରେ ବସଟିକୁ ଉଠାଯାଇଛି । ସୂଚନା ମୂତାବକ…
ତେଲୁଗୁ ଦେଶମ ପାର୍ଟି (ଟିଡିପି) ନେତା ତଥା ପୂର୍ବତନ ମନ୍ତ୍ରୀ ବନ୍ଦରୁ ସତ୍ୟନାରାୟଣ ମୁର୍ତ୍ତୀ ଗିରଫ। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ ମୋହନ ରେଡ୍ଡୀ ଏବଂ ମହିଳା ମନ୍ତ୍ରୀ ଆର.କେ ରୋଜାଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ପୁଲିସ ତାଙ୍କୁ…
ଜଳେଶ୍ବର: ହସ୍ପିଟାଲରେ ଲହଡି ଭାଙ୍ଗୁଛି ପାଣି । ରୋଗୀ ସେବା ବାଧାପ୍ରାପ୍ତ । ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଳକ ଜିକେ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ଷା ପାଣି ଲହଡି ଭାଙ୍ଗୁଛି । ହନ୍ତସନ୍ତ ହେଉଛନ୍ତି ରୋଗୀ । ଲଘୁଚାପ ପ୍ରଭାବରେ ଗତକାଲି…
ମୁମ୍ବାଇ: ମହାରାଷ୍ଟ୍ରର ନାଣ୍ଡେଡ଼ ଜିଲ୍ଲା ସରକାରୀ ହସ୍ପିଟାଲ୍ରେ ପୁଣି ୭ ଜଣଙ୍କର ମୃତ୍ୟୁ ଘଟି ମୃତକଙ୍କ ସଂଖ୍ୟା ୩୧ରେ ପହଞ୍ଚିଛି। ହସ୍ପିଟାଲ୍ରେ ଔଷଧ ଅଭାବରୁ ମୃତ୍ୟୁ ହେଉଥିବା ଅଭିଯୋଗ ହୋଇଥିବା ବେଳେ ଏହାକୁ ଖଣ୍ଡନ କରିଛନ୍ତି ଡାକ୍ତରଖାନା କର୍ତ୍ତୃପକ୍ଷ। ହସ୍ପିଟାଲ୍ ପକ୍ଷରୁ…
ଭୁବନେଶ୍ୱର: ଏଥର ଓଡ଼ିଶାରେ ଫୁଲ ଦମରେ ଲଢିବ ବିଜେପି । ଭଲ ଫଳ ମଧ୍ୟ କରିବ । ଦଳୀୟ କର୍ମକର୍ତ୍ତାଙ୍କ ଦମରେ ଲଢିବ ବିଜେପି । ଓଡ଼ିଶାରେ ମୋଦିଙ୍କ ଲୋକପ୍ରିୟତା ବଢୁଛି । ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତିକି ଗୁରୁତ୍ୱ…