ପଦାର୍ଥ ବିଜ୍ଞାନରେ ତିନି ଜଣଙ୍କୁ ମିଳିବ ନୋବେଲ୍
ଘୋଷଣା ହେଲା ଚଳିତ ବର୍ଷର ନୋବେଲ୍ ବିଜୟୀ ପଦାର୍ଥ ବିଜ୍ଞାନୀଙ୍କ ନାଁ। 2023 ବର୍ଷ ପାଇଁ ମିଳିତ ଭାବେ ନୋବେଲ୍ ପାଇବେ ତିନି ଜଣ ପଦାର୍ଥ ବିଜ୍ଞାନୀ। ପିଏରେ ଆଗୋସ୍ତିନି(Pierre Agostini), ଫେରେନ୍ସ କ୍ରାଉଜ(Ferenc Krausz), ଆନୀ ଏଲ’ହୁଇଲିଅର(Anne L’Huillier)ଙ୍କୁ ମିଳିବ…
