2023

ଏସିଆନ ଗେମ୍ସ: ଭାରତର ପଦକ ସଂଖ୍ୟା ୨୨ରେ ପଂହଚିଲା

ହାଙ୍ଗଝୋଉ: ଚଳିତ ଏସିଆନ ଗେମ୍ସରେ ଭାରତୀୟ ଆଥଲେଟମାନେ ପ୍ରଭାବୀ ପ୍ରଦର୍ଶନ ଜାରୀ ରଖିଛନ୍ତି । ୪ର୍ଥ ଦିନ ଶୁଟିଂରେ ଭାରତ ୨ ସ୍ୱର୍ଣ୍ଣ ସମେତ ୭ ପଦକ ଜିତିଥିଲେ । ୪ର୍ଥ ଦିବସ ଶେଷ ସୁଦ୍ଧା ଭାରତ ଓଭରାଲ ୫ ସ୍ୱର୍ଣ୍ଣ,…

ପତ୍ନୀଙ୍କ ସହ ବିଜେପିରେ ସାମିଲ ହେଲେ ଅର୍କକେଶରୀ ଦେଓ

ଭୁବନେଶ୍ୱର: ପଦ୍ମ ଧରିଲେ ଅର୍କ କେଶରୀ ଦେଓ । ବୁଧବାର ବିଜେପିରେ ସାମିଲ ହୋଇଛନ୍ତି କଳାହାଣ୍ଡି ପୂର୍ବତନ ବିଜେଡି ସାଂସଦ ଅର୍କ କେଶରୀ । ପତ୍ନୀ ମାଳବିକା ଦେବୀଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି ପୂର୍ବତନ ବିଜେଡି ସାଂସଦ । ଭୁବନେଶ୍ୱରରେ…

ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା

ଦିନେ ପରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ତା ପରେ ହୋଇପାରେ ଲଘୁଚାପ । ବାୟୁମଣ୍ଡଳରେ ୧.୫ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ…

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା: ମହିଳା ଆଟେଣ୍ଡାଣ୍ଟ ସସପେଣ୍ଡ

ଭୁବନେଶ୍ବର : କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଗାଇନିଂ ୱାର୍ଡ ଆଟେଣ୍ଡାଣ୍ଟ ନିଲମ୍ବିତ ହୋଇଛନ୍ତି । ଦାୟିତ୍ବରେ ଅବହେଳା ପାଇଁ ହସ୍ପିଟାଲ ନିର୍ଦ୍ଦେଶକ ତାଙ୍କୁ ସସ୍‌ପେଣ୍ଡ କରିଛନ୍ତି । ଆବଶ୍ୟକ ପଡିଲେ ଦୋଷୀଙ୍କ ବିରୋଧରେ ମଧ୍ୟ କଡା…

ଏନ୍‌ଆଇଏ ଟାର୍ଗେଟରେ ଖଲିସ୍ତାନୀ-ଗ୍ୟାଙ୍ଗଷ୍ଟର ମେଣ୍ଟ : ୬ ରାଜ୍ୟର ୫୧ଟି ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ: ଭାରତରେ ସକ୍ରିୟ ଥିବା ଅପରାଧୀ ସିଣ୍ଡିକେଟ୍‌ ଏବଂ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ଏବଂ ପାକିସ୍ତାନ ଓ କାନାଡା ଭଳି ଦେଶରେ ରହୁଥିବା ଆତଙ୍କବାଦୀମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଖୋଜି ବାହାର କରିବା ପାଇଁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ଏକ ବଡ଼…

କଣ୍ଟେନର ଦୁର୍ଘଟଣାଗ୍ରସ୍ତ, ଲୁହା ବାଡ଼ ଭାଙ୍ଗି ରେଲୱେ ଟ୍ରାକ ଉପରେ ଚଢ଼ିଗଲା

ବାଲେଶ୍ବର: ଟେଷ୍ଟ ଡ୍ରାଇଭ୍ କାରକୁ ବଞ୍ଚାଇବାକୁ ଯାଇ ରେଳ ଲାଇନ୍ ଉପରେ ଚଢିଗଲା କଣ୍ଟେନର। ବାଲେଶ୍ବର ୧୬ ନମ୍ବର ଜାତୀୟ ରାଜପଥ ବାମପଦା ନିକଟରେ ଦୁର୍ଘଟଣା। ଲୁହା ବାଡ଼ ଭାଙ୍ଗି ଟ୍ରାକ ଉପରେ କଣ୍ଟେନରଟି ଚଢ଼ି ଯାଇଥିବା ଦେଖିବାକୁ ମିଳିଛି। ଦୁର୍ଘଟଣା…

ଇରାକରେ ଜଳିଗଲା ବିବାହ ମଣ୍ଡପ:୧୦୦ ମୃତ, ୧୫୦ରୁ ଉର୍ଦ୍ଧ୍ବ ଆହତ

ଇରାକର ଏକ ବିବାହ ସମାରୋହରେ ଘଟିଲା ଭୟଙ୍କର ଅଘଟଣ । ବିବାହ ଭୋଜି ବେଳେ ଘଟିଥିବା ଅଗ୍ନିକାଣ୍ଡ ଯୋଗୁ ପ୍ରାୟ ଶହେରୁ ଊର୍ଦ୍ଧ୍ୱ ଲୋକ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଲୋକ ଗୁରୁତର ହୋଇଛନ୍ତି। ମୃତକଙ୍କ…

୩ ଟଙ୍କା ପାଇଁ ଗ୍ରାହକଙ୍କୁ ଅପମାନିତ କଲେ ଦୋକାନୀ, ଏବେ ଗଣିବେ ୨୫ ହଜାର

ସମ୍ବଲପୁର : ଟଙ୍କେ/ଦୁଇ ଟଙ୍କା ବା ୫ ଟଙ୍କା ପାଇଁ ଅନେକ ସମୟରେ ଦୋକାନୀ-ଗ୍ରାହକ ମୁହାଁମୁହିଁ ହେଉଥିବା ଘଟଣା ପ୍ରାୟ ସମସ୍ତଙ୍କ ନଜରକୁ ଆସିଥିବ । ହେଲେ ଏଇ ଝଗଡା ଯେ କେତେ ମହଙ୍ଗା ପଡିପାରେ ତାହାର ଏକ ଉଦାହାରଣ ଏବେ…

ସଂସଦରେ ଅଭଦ୍ର ବ୍ୟବହାର କରିଥିବା ସାଂସଦଙ୍କୁ ବିଜେପି ଦେଲା ନିର୍ବାଚନୀ ଦାୟିତ୍ୱ

ସଂସଦରେ ବିଏସପି ସାଂସଦ ଡାନିଶ ଅଲୀଙ୍କୁ ଅତ୍ୟନ୍ତ ଅଭଦ୍ର ବ୍ୟବହାର କରିବା ସହ ମୁସଲିମ ବିରୋଧୀ ବୟାନ ଦେଇଥିବା ବିଜେପି ସାଂସଦ ରମେଶ ବିଧୁରୀଙ୍କୁ ଦଳ ବଡ଼ ଦାୟିତ୍ୱ ଦେଇଛି। ବିଜେପି ପକ୍ଷରୁ ଆଜି ତାଙ୍କୁ ରାଜସ୍ଥାନର ଟୋଙ୍କ ନିର୍ବାଚନ ମଣ୍ଡଳୀ…

ମନ୍ଦିର କୂଅରୁ ମିଳିଲା ନିଖୋଜ ଥିବା ଯୁବକଙ୍କ ଗଳିତ ମୃତଦେହ

ଆଠଗଡ଼ : ମନ୍ଦିର କୂଅରୁ ମିଳିଲା ଯୁବକଙ୍କ ଗଳିତ ମୃତଦେହ । ତିନି ଦିନ ହେବ ନିଖୋଜ ଥିଲେ । କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ପତିତପାବନ ମନ୍ଦିର ପରିସରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ…