ଇ-ମେଲ ଖୋଲି ପାରିଲେନି କର୍ତ୍ତୃପକ୍ଷ: ଅତିରିକ୍ତ ୩ ବର୍ଷ ଜେଲରେ ରହିଲେ ଯୁବକ
ଶୀର୍ଷକ ପଢ଼ି ଆପଣ ସାମାନ୍ୟ ଆଶ୍ଚର୍ଯ୍ୟ ହେଉଥିବେ। କାରଣ ସତରେ କ’ଣ ଏମିତି ହୋଇପାରେ? ଆଜ୍ଞ ହଁ, ଜେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ଯୁବକ ଅତିରିକ୍ତ ୩ ବର୍ଷ କାଳ ବନ୍ଦୀ ଜୀବନ ବିତାଇଛନ୍ତି। କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଗୁଜରାଟ…
