କାର-ବାଇକ ମୁହାଁମୁହିଁ ଧକ୍କା, ଜଳିଗଲା କାର, ୪ ଗୁରୁତର

ନୟାଗଡ: କାର୍‌ ସହ ପିଟି ହେଲା ବାଇକ୍‌ । ହୁତୁହୁତୁ ହୋଇ ଜଳି ଉଠିଲା କାର୍ । ଘଟଣାରେ ଚାରି ଜଣ ଗୁରୁତର । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଜାମୁସାହି ନିକଟରେ । ସୂଚନା ମୁତାବକ,…

କାକଟପୁର ଗସ୍ତରେ ଓଡ଼ିଶାର ମହାମହିମ ରାଜ୍ୟପାଳ

କାକଟପୁର : କାକଟପୁର ଆସିଛନ୍ତି ଓଡିଶାର ମହାମହିମ ରାଜ୍ୟପାଳ । ଅଧିଷ୍ଠାତ୍ରୀ ଦେବୀ ମା ମଙ୍ଗଳାଙ୍କୁ ଦର୍ଶନ କରିଥିଲେ । ତା ପରେ ଅବଦାନ ପଞ୍ଚାୟତ ମା ବିରିଜାଈଙ୍କ ପୀଠରେ ଚାଷୀ ମାନଙ୍କର ଏକ ବୈଠକରେ ଯୋଗଦାନ ଦେଇଥିଲେ । ଆଉ…

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି, ଭିତର ଭିଡିଓ ଭାଇରାଲ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ପରିଲକ୍ଷିତ ହୋଇଛି । ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ୍ ଭାଇରାଲ ହେବାରେ ଲାଗିଛି । ଜଣେ ଯୁବତୀ ଶ୍ରୀମନ୍ଦିର ଭିତରେ ଥିବା ନିର୍ମାଲ୍ୟ ଖଳାରେ ଠିଆ ରିଲ୍ସ କରି ସୋସିଆଲ ମିଡିଆରେ ପୋଷ୍ଟ…

ଓଡ଼ିଶା ମଧ୍ୟ ଦେଇ ଗଡ଼ିଲା ଅମୃତ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର: ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କରିବା ପରେ ଆଜି ଓଡ଼ିଶା ମଧ୍ୟ ଦେଇ ଗଡ଼ିଛି ଅମୃତ ଭାରତ ଏକ୍ସପ୍ରେସ୍‌। ଆଜି ଏହାକୁ ଭୁବନେଶ୍ବର ରେଳ ଷ୍ଟେସନରେ ଲୋକସଭା ସଦସ୍ୟ ଅପରାଜିତା ଷଡ଼ଙ୍ଗୀ ସ୍ବାଗତ କରିଛନ୍ତି।…

ପୋଲିସ ଡିଜି ଭାବେ ଦାୟିତ୍ଵ ନେଲେ ଅରୁଣ ଷଡଙ୍ଗୀ

ଭୁବନେଶ୍ଵର: ନୂଆବର୍ଷରେ ମିଳିଲା ନୂତନ ଦାୟିତ୍ଵ । ପୋଲିସ୍‌ ଡିଜି ଭାବେ ଦାୟିତ୍ୱ ଗ୍ରହଣ  ଅରୁଣ ଷଡ଼ଙ୍ଗୀ । ୧୯୯୦ ବ୍ୟାଚର IPS ଅରୁଣ ଷଡ଼ଙ୍ଗୀ ଆଜି ବିଦ୍ଧିବଦ୍ଧ ଭାବରେ ଡିଜିପି ଦାୟିତ୍ୱ ଗ୍ରହଣ କରିଛନ୍ତି । BPSPAର ନିର୍ଦ୍ଦେଶକ ସହ…

୨୦୨୩ରେ ଭିଜିଲାନ୍ସକୁ ମିଳିଛି ଅଭୂତପୂର୍ବ ସଫଳତା, ଆସିଲା ୨୦୨୩ର ରିପୋର୍ଟ କାର୍ଡ

ଭୁବନେଶ୍ଵର: ୨୦୨୩ରେ ଭିଜିଲାନ୍ସ ବିଭାଗକୁ ମିଳିଛି ଅଭୂତପୂର୍ବ ସଫଳତା । ଚଳିତବର୍ଷ ୨୬୫ଟି ଅପରାଧିକ ମାମଲା ପଞ୍ଜିକୃତ ହୋଇଥିବାବେଳେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ୧୬୬ଜଣଙ୍କୁ ଗିରଫ କରି ୧୨୪କୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଜବତ କରିଛି ଭିଜିଲାନ୍ସ । ଚଳିତବର୍ଷ…

ଲିଙ୍ଗରାଜ ମନ୍ଦିରରେ ନୂଆବର୍ଷରୁ ନୂଆ ନିୟମ

ଭୁବନେଶ୍ବର: ନୂଆବର୍ଷ ଆରମ୍ଭରୁ ଓମ୍‌ଫେଡ ଘିଅରେ ଶ୍ରୀଲିଙ୍ଗରାଜଙ୍କ କୋଠ ଭୋଗ ରନ୍ଧା ହେବ। ୧୫ଦିନ ମଧ୍ୟରେ ସେବାୟତଙ୍କ ପରିଚୟପତ୍ର ପାଇଁ ମନ୍ଦିର ପ୍ରଶାସନକୁ ତାଲିକା ପ୍ରଦାନ କରାଯିବ। ଏଥିସହ ଶ୍ରୀଲିଙ୍ଗରାଜ ମନ୍ଦିରକୁ ପାନ, ଗୁଟ୍‌ଖା ସେବନକାରୀଙ୍କୁ ପ୍ରବେଶ ନିଷେଧ ସହିତ ପଲିଥିନ୍…

ବାଲେଶ୍ଵରରେ ପୂର୍ବତନ ବିଜେଡି ନେତା ତନ୍ମୟ ମହାନ୍ତିଙ୍କୁ ଛୁରାମାଡ଼

ବାଲେଶ୍ଵର: ବାଲେଶ୍ଵର ସହଦେବ ଖୁଣ୍ଟାର ପୂର୍ବତନ ବିଜେଡି ନେତା ତନ୍ମୟ ମହାନ୍ତିଙ୍କୁ ଛୁରାମାଡ଼ । ଛୁରାମାଡ଼ ପଛରେ ବିଜେଡି ରୁ ବହିଷ୍କୃତ ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା ଓ ସ୍ଥାନୀୟ ଠିକାଦାର ପ୍ରଭାତ ବିଶ୍ଵାଳ ଙ୍କ ହାତ ଥିବା ନେଇ କହିଛନ୍ତି…

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କଠାରୁ ୮ଲକ୍ଷ ଟଙ୍କାର ଅଳଙ୍କାର ଲୁଟ୍

ବାଲେଶ୍ଵର :  ବାଲେଶ୍ଵର ରେମୁଣା ଥାନା ସପ୍ତସରା ନାଳ ନିକଟ ଘାସିମରା ପୋଲ ନିକଟରେ ଘଟିଛି ଏହି ଘଟଣା । ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କଠୁ ୮ଲକ୍ଷର ଅଳଙ୍କାର ଲୁଟ୍ ହୋଇଛି । ବନ୍ଧୁକମୁନ ଓ ଫାଙ୍କା ଗୁଳିମାଡ଼ କରି ଏହି…

ଟଙ୍କା ଦେବାକୁ ମନା କରିବାରୁ ବ୍ୟବସାୟୀ ହାଣିଦେଲେ ଦୁର୍ବୃତ୍ତ

କେନ୍ଦ୍ରାପଡା: ଦାଦାବାଟି ଦେବାକୁ ମନା କରିବାରୁ ବ୍ୟବସାୟୀଙ୍କୁ ହାଣିଦେଲେ ଦୁର୍ବୃତ୍ତ । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡାରେ । ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣରେ ଗୁରୁତର ହୋଇଥିବା ବ୍ୟବସାୟୀ ଜଣକ ମିର ଖାଦୀମ ବକ୍ସ । ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ…