2023

ଆଗାମୀ ୨ ଦିନ ପାଇଁ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସେପ୍ଟେମ୍ବର ୨୯ ପର୍ଯ୍ୟନ୍ତ ରାଜ୍ୟରେ କୌଣସି ବର୍ଷା ହେବାର ସତର୍କ ସୂଚନା ଜାରି କରାଯାଇ ନଥିବା ବେଳେ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ ମଧ୍ୟଭାଗରେ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରିଛି…

ଆରବିଆଇର ପୂର୍ବତନ ଗଭର୍ଣ୍ଣରଙ୍କୁ ସାପ ସହ ତୁଳନା କରିଥିଲେ ମୋଦୀ

ନୂଆଦିଲ୍ଲୀ: ପୂର୍ବତନ ଅର୍ଥ ସଚିବ ସୁଭାଷ ଚନ୍ଦ୍ର ଗର୍ଗ ଦାବି କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ତତ୍କାଳୀନ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଉର୍ଜିତ ପଟେଲଙ୍କୁ ‘ଟଙ୍କା ଗଦା ଉପରେ ବସିଥିବା ସାପ’ ସହିତ ତୁଳନା କରିଥିଲେ । ଗର୍ଗ ତାଙ୍କ ପୁସ୍ତକ…

ପଶ୍ଚିମବଙ୍ଗରୁ ଅପହରଣ ହୋଇଥିବା ଛାତ୍ର ବାଲେଶ୍ୱରରୁ ଉଦ୍ଧାର, ୧୨ ଗିରଫ

ବାଲେଶ୍ୱର : ଶାନ୍ତିନିକେତନରୁ ଅପହରଣ, ତାଳସାରୀରୁ ଉଦ୍ଧାର। ଓଡ଼ିଶା ପୋଲିସ ସହାୟତାରେ ପଶ୍ଚିମବଙ୍ଗ ପୋଲିସ ଅପହୃତ ଯୁବକ ପାନ୍ନାକାରାଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ୧୨ ଜଣଙ୍କୁ ଗିରଫ କରିଛି ପୋଲିସ। ଅଭିଯୋଗ ଅନୁଯାୟୀ ଚୁଟି ବ୍ୟବସାୟରେ ଟଙ୍କା ନେଣଦେଣକୁ କେନ୍ଦ୍ର…

I.N.D.I.A ମେଣ୍ଟରୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ନୀତୀଶ !

ପାଟନା: ଜନତା ଦଳ ୟୁନାଇଟେଡ (ଜେଡିୟୁ)ର ବରିଷ୍ଠ ନେତା ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ହେବେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ। I.N.D.I.A ମେଣ୍ଟରୁ ନୀତୀଶଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଛି ଜେଡିୟୁ। ବିହାର ବିଧାନସଭାର ଉପବାଚସ୍ପତି ମହେଶ୍ୱର ହଜାରୀ ଏଭଳି…

ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ମା’

ବାଲେଶ୍ଵର: ନିଷ୍ଠୁର ହୋଇଗଲା ଜନ୍ମକଲା ମାଆ । ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ନିଷ୍ଠୁର ମା । ମେଡିକାଲ ପାଇଖାନା ନିକଟରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର । ଏହି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର…

ଚନ୍ଦ୍ରଯାନ-୩ର ସଫଳତା ପରେ ‘ଜି୨୦’ର ଭବ୍ୟ ଆୟୋଜନ ଭାରତୀୟଙ୍କ ଆନନ୍ଦ ଦୁଇଗୁଣ କରିଦେଲା: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଚନ୍ଦ୍ରଯାନ-୩ର ସଫଳତା ପରେ ‘ଜି୨୦’ ଶିଖର ସମ୍ମିଳନୀର ଭବ୍ୟ ଆୟୋଜନ ପ୍ରତ୍ୟେକ ଭାରତୀୟଙ୍କ ଖୁସିକୁ ଦ୍ବିଗୁଣିତ କରିଦେଇଥିବା କଥା ଆଜି ‘ମନ୍‌ କୀ ବାତ୍‌’ର ୧୦୫ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ନିଜେ ‘ଭାରତ ମଣ୍ଡପମ୍‌’ ବି…

CBI ଚାର୍ଜଫ୍ରେମକୁ ନେଇ ମୁହଁ ଖୋଲିଲେ ପ୍ରଭାତ ବିଶ୍ୱାଳ

ଭୁବନେଶ୍ୱର : CBI ଚାର୍ଜଫ୍ରେମ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ । କହିଛନ୍ତି ରାଜନୈତିକ କ୍ୟାରିୟରରେ କୌଣସି ପ୍ରଭାବ ପଡ଼ିବନି । ତେବେ ଶୁଣାଣି ଶେଷ ନହେବା ଯାଏ ଭୋଟ ରାଜନୀତିରେ ଅଂଶଗ୍ରହଣ କରିବିନି । ଚାର୍ଜଫ୍ରେମରେ…

ୟୁକ୍ରେନ୍‌ରେ ପାଶ୍ଚାତ୍ୟ ଶକ୍ତି ମସ୍କୋ ସହିତ ସିଧାସଳଖ ଯୁଦ୍ଧ କରୁଛି: ରୁଷ୍‌

ଜାତିସଂଘ: ୟୁକ୍ରେନ୍‌କୁ ସହଯୋଗ କରି ପାଶ୍ଚାତ୍ୟ ଶକ୍ତିମାନେ ମସ୍କୋ ସହିତ ପ୍ରତ୍ୟକ୍ଷ ଯୁଦ୍ଧରେ ଅବତୀର୍ଣ୍ଣ ହୋଇଛନ୍ତି ବୋଲି ଶନିବାର ଦିନ ରୁଷୀୟ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍‌ରୋଭ୍‌ କହିଥିବା କଥା ସମ୍ବାଦ ସରବରାହ ସଂସ୍ଥାନ ‘ଏଏଫ୍‌ପି’ ରିପୋର୍ଟ କରିଛି। ଜାତିସଂଘରେ ଆୟୋଜିତ…

ଓଡିଶାରେ ଗଡିଲା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ: ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶକୁ ଉପହାର ଦେଲେ ପ୍ରଧାମନ୍ତ୍ରୀ । ଏକାସାଙ୍ଗରେ ଗଡିଲା ୯ଟି ବନ୍ଦେ ଭାରତ ଏକ୍ସପ୍ରେସ । ଆଜି ୯ଟି ରାଜ୍ୟକୁ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନଫେରନ୍ସିଂ ଜରିଆରେ କରାଗଲା ଉଦାଘାଟନ ।…

ଏନଡିଏ ସହ ମେଣ୍ଟ କରିବାରୁ ଦଳ ଛାଡିଲେ ଜେଡିଏସର ବରିଷ୍ଠ ମୁସଲିମ ନେତା

ଜନତା ଦଳ ସେକୁଲାର ବା ଜେଡିଏସ୍ ହାତ ଛାଡିଲେ ଜଣେ ବରିଷ୍ଠ ନେତା। ଦଳ ନ୍ୟାସନାଲ୍ ଡେମୋକ୍ରାଟିକ ଆଲାଏନ୍ସ ସହ ମିଶିବା ପରେ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ଜେଡିଏସ୍ ଛାଡିଥିବା ବରିଷ୍ଠ ନେତା ହେଉଛନ୍ତି ସୟଦ ଶୈଫଉଲ୍ଲା। ବିଜେପି…