2023

ବାଲିଯାତ୍ରା ପଡିଆରୁ ମିଳିଲା ବ୍ୟକ୍ତିଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଭୁବନେଶ୍ୱର: ଭୁବନେଶ୍ୱର ବାଲିଯାତ୍ରା ପଡିଆରୁ ମିଳିଲା ଜଣେ ବ୍ୟକ୍ତିଙ୍କ ମୃତଦେହ। ଖୁଦୁରୁକୁଣୀ ପୂଜା କରୁଥିବା ବେଳେ ନଇ ମଝିରେ ଏକ ମୃତଦେହ ଦେଖିଥିଲେ ଯୁବତୀମାନେ । ଏନେଇ ପୋଲିସକୁ ଖବର ଦେବା ପରେ ଦମକଳ ବାହନୀ ମୃତଦେହକୁ ପାଣିରୁ ଉଦ୍ଧାର କରିଥିଲେ…

ଯେତେବେଳେ ସୁଯୋଗ ପାଉଥିଲେ ମହିଳା କୁସ୍ତିଯୋଦ୍ଧାଙ୍କୁ ଦୁର୍ବ୍ୟବହାର କରୁଥିଲେ ବ୍ରିଜ ଭୂଷଣ: ପୁଲିସ

ପୂର୍ବତନ ରେସଲିଂ ଫେଡେରେସନ୍ ଅଫ୍ ଇଣ୍ଡିଆ (ଡବ୍ଲୁଏଫ୍ଆଇ) ମୁଖ୍ୟ ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୁଦ୍ଧରେ ପୁଲିସର ବଡ ଅଭିଯୋଗ। ସେ ମହିଳା କୁସ୍ତିଯୋଦ୍ଧାଙ୍କୁ ସବୁବେଳେ ଯୌନ ନିର୍ଯାତନା ଦେବାକୁ ସୁଯୋଗ ଖୋଜୁଥିଲେ,ଯେତେବେଳେ ସୁଯୋଗ ପାଉଥିଲେ ସେମାନଙ୍କୁ…

ଚିକିତ୍ସା ଅବହେଳାରୁ ଚାଲିଗଲା ୫ ବର୍ଷ ଶିଶୁ କନ୍ୟାର ଜୀବନ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନା

ଯାଜପୁର: ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦରରେ ଅଭାବନୀୟ ଘଟଣା। ଏଠାରେ ଚିକିତ୍ସା ଅବହେଳାରୁ ଜଣେ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ ବରୀ ବ୍ଲକ…

୩ ମାସ ହେଲା ଦୁଷ୍କର୍ମ କରୁଥିଲେ ବାପା, ଗୁଳି କରି ଦେଲେ ଝିଅ

ଗତ ତିନି ମାସ ହେଲା ଜଣେ ବ୍ୟକ୍ତି ତାଙ୍କର ୧୪ ବର୍ଷର ଝିଅକୁ ଦୁଷ୍କର୍ମ କରୁଥିଲେ। ଶେଷରେ ଝିଅ ଗୁଳି କରି ତାଙ୍କ ବାପାଙ୍କୁ ହତ୍ୟା କରିଛି। ଗତକାଲି ପାକିସ୍ତାନର ଲାହୋରର ଗୁଜ୍ଜରପୁରା ଅଞ୍ଚଳରେ ଘଟିଛି ଏହି ଘଟଣା। ନାବାଳିକା ଜଣଙ୍କ…

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ଦିବସ, ଆଜି କଂସ ବଦ୍ଧ ନୀତି

ପୁରୀ : ଆଜି ଶ୍ରୀମନ୍ଦିରରେ କଂସ ବଦ୍ଧ ନୀତି । ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଚାଲିଥିବା ଶ୍ରୀକୃଷ୍ଣ ଲୀଳାର ଆଜି ଅନ୍ତିମ ଦିବସ । ଭାଦ୍ରବ ମାସ ଶୁକ୍ଳପକ୍ଷ ନବମୀ ତିଥିରେ କଂସ ମହାରାଜଙ୍କୁ ବଦ୍ଧ କରିବେ…

ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ର ପ୍ରଥମ ବୈଠକ

ପ୍ରସ୍ତାବିତ ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପାଇଁ ଗଠିତ କମିଟିର ପ୍ରଥମ ବୈଠକ ଆଜି ଅନୁଷ୍ଠିତ ହୋଇଛି। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଆଜି କମିଟିର ସଦସ୍ୟମାନେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହାପରେ ୮ ଜଣିଆ କମିଟି ସର୍ବସମ୍ମତିକ୍ରମେ…

ରେଲୱେ ଟ୍ରାକକୁ ଖସିଲା ପଥର, ଟ୍ରେନ ଚଳାଚଳ ବାଧାପ୍ରାପ୍ତ

କୋରାପୁଟ: ଜରଟି ଷ୍ଟେସନ ନିକଟରେ ପାହାଡ଼ରୁ ଧସିଛି ମାଟି ଓ ବଡ଼ ପଥର। ଏହାଫଳରେ କୋରାପୁଟ-ଜୟପୁର ରେଳ ଯୋଗଯୋଗ ବିଛିନ୍ନ ହୋଇଥିବା ଜଣାଯାଇଛି।ଜରଟି ନିକଟରେ ପାହାଡ଼ରୁ ରେଳ ଧାରଣାରେ ମାଟି ଓ ବଡ଼ ପଥର ପଡ଼ିଥିବାରୁ କେତେକ ଟ୍ରେନ୍ ଅଟକିଥିବା ଜଣାଯାଇଛି।…

ନାଗପୁରରେ ପ୍ରବଳ ବର୍ଷା, ଜଳବନ୍ଦୀ ହୋଇ ରହିଛନ୍ତି ଅନେକ ଲୋକ

ମହାରାଷ୍ଟ୍ର ନାଗପୁରରେ ପ୍ରବଳ ବର୍ଷା। ବର୍ଷା ଯୋଗୁଁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛି । ବସ୍‌ ଡିପୋ ଏବଂ ଘରେ ଲୋକମାନେ ଫସିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ଏନଡିଆରଏଫ ଟିମ୍‌ ନିୟୋଜିତ ହୋଇଛି । ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର…

ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲର ହଷ୍ଟେଲ ରୁମରୁ ଡାକ୍ତରଙ୍କ ମୃତଦେହ ଉଦ୍ଧାର

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲର ଏକ ହଷ୍ଟେଲ ରୁମରୁ ଶୁକ୍ରବାର ଜଣେ ଡାକ୍ତରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ଜଣେ ହାଉସ ସର୍ଜନ ବୋଲି ଜଣାପଡ଼ିଛି। ମୃତକ କେନ୍ଦୁଝରର ସଚିନ…

କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ୍ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ ଅବରୋଧ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ୍ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ଦାବିରେ କଟକ -ଚାନ୍ଦବାଲି ରାସ୍ତାର ଦୁହୁରିଆ ଛକଠାରେ ୧୨ ଘଣ୍ଟିଆ ରାଜପଥ ଅବରୋଧ କରାଯାଇଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଅର୍ଥନୈତିକ ଅବରୋଧର ଡାକରା ଦିଆଯାଇଛି। ସକାଳ ୬ରୁ…