ଆଗାମୀ ପିଢ଼ି ପାଇଁ ସିଗାରେଟ୍ ନିଷିଦ୍ଧ କରିବେ ଋଷି ସୁନକ
ଲଣ୍ଡନ: ବ୍ରିଟିସ୍ ପ୍ରଧାନମନ୍ତ୍ରୀ ଋଷି ସୁନକ ଏମିତି କିଛି କଟକଣା ଜାରି କରିବାକୁ ବିଚାର କରୁଛନ୍ତି ଯଦ୍ଦ୍ବାରା ଇଂଲଣ୍ଡ୍ର ଆଗାମୀ ପିଢ଼ି ଆଉ ସିଗାରେଟ୍ କିଣିବା ପାଇଁ ସମର୍ଥ ହେବେନାହିଁ ବୋଲି ସରକାରୀ ସୂତ୍ରରୁ ସୂଚନା ସଂଗ୍ରହ କରି ଶୁକ୍ରବାର ଦିନ…
