ରଜୌରୀ ଆତଙ୍କୀ ହାମ୍‌ଲା: ୫ଯବାନ ସହିଦ୍, ଆମେରିକା ନିର୍ମିତ ରାଇଫଲ ବ୍ୟବହାର କରିଥିଲେ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲ୍ଲାରେ ଥିବ‌ା ରଜୌରୀରେ ଗତକାଲି ଆତଙ୍କବାଦୀମାନେ ସେନାର ଏକ ଟ୍ରକ୍‌ ଓ ଜିପ୍‌ସି ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଏପର୍ଯ୍ୟନ୍ତ ୫ଜଣ ଯବାନ ସହିଦ ହୋଇଛନ୍ତି। ସେନା ପକ୍ଷରୁ କୁହାଯାଇଛି ଯେ ରଜୌରୀ ସେକ୍ଟରର…

ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତ ଗିରଫ

ଭୁବନେଶ୍ୱର : ଗିରଫ ହେଲେ କୁବେର ଯୋଗାଣ ଅଧିକାରୀ । ଭୁବନେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି । ଗତକାଲି ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ…

ଲୋକାର୍ପିତ ହୋଇଛି ବାଲୁକାଶିଳ୍ପୀ ମାନସ କୁମାର ସାହୁଙ୍କ ବାଲୁକା ପାର୍କ

ପୁରୀ: ଚାଲିଛି ପର୍ଯ୍ୟଟନ ଋତୁ । ପୁରୀ ବେଳାଭୂମିରେ ଲାଗି ରହୁଛି ପର୍ଯ୍ୟଟକଙ୍କ ଭିଡ଼ । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ନିଆରା ପ୍ରୟାସ । ସବୁବର୍ଷ ଭଳି ଚଳିତବର୍ଷ ମଧ୍ୟ ଖ୍ରୀଷ୍ଟମାସ ଉପଲକ୍ଷେ ପୁରୀ…

ପାର୍ଲାମେଣ୍ଟ୍‌ ସୁରକ୍ଷା ଉଲ୍ଲଂଘନ ବେଳେ ସବୁ ‘ବିଜେପି’ ସାଂସଦ ଧାଇଁ ପଳାଇଲେ: ରାହୁଲ୍‌ ଗାନ୍ଧୀ

ନୂଆଦିଲ୍ଲୀ: ଗତ ବୁଧବାର ଦିନ ପାର୍ଲାମେଣ୍ଟ୍‌ ସୁରକ୍ଷା ଉଲ୍ଲଂଘନ ଘଟିଲା ବେଳେ ସମସ୍ତ ‘ବିଜେପି’ ସାଂସଦ ତୁରନ୍ତ ଧାଇଁ ପଳାଇଥିଲେ ବୋଲି ଆଜି କଂଗ୍ରେସ ସାଂସଦ ରାହୁଲ୍‌ ଗାନ୍ଧୀ କହିଛନ୍ତି। ଆଜି ଦିଲ୍ଲୀସ୍ଥିତ ଜନ୍ତର ମନ୍ତରଠାରେ ବିରୋଧୀ ‘ଇଣ୍ଡିଆ’ ମେଣ୍ଟର ପ୍ରତିବାଦ…

ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ

ପୁରୀ : ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯାଇଛି। ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାତ୍ରା ଆରମ୍ଭ କରିଛି ଟିମ୍। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

ମରୁଡ଼ି ସହାୟତା ପାଇଁ ଘରୋଇ ବିମାନରେ ଗଲେ ସିଦ୍ଦରମୈୟା ଓ ତାଙ୍କ କ୍ୟାବିନେଟ୍‌ ମନ୍ତ୍ରୀ

ବେଙ୍ଗାଲୁରୁ: କର୍ଣ୍ଣାଟକରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ଓ ତାଙ୍କ କ୍ୟାବିନେଟ୍‌ ମନ୍ତ୍ରୀମାନେ ବିଳାସମୟ ଘରୋଇ ବିମାନରେ ସହାୟତା ମାଗିବାକୁ ଯାଇ ‘ବିଜେପି’ଦ୍ବାରା ସମାଲୋଚିତ ହୋଇଛନ୍ତି। ବିମାନରେ ସିଦ୍ଦରମୈୟାଙ୍କ ସହିତ ଯାତ୍ରା କରୁଥିବା କର୍ଣ୍ଣାଟକ କଂଗ୍ରେସ ମନ୍ତ୍ରୀ…

ପଦ୍ମପୁୁରକୁ ଜିଲ୍ଲା ମାନ୍ୟତା ଦେବାକୁ ପ୍ରସ୍ତୁତି ବେଳେ ରାଜ୍ୟ ସରକାରକୁ ହାଇକୋର୍ଟଙ୍କ ଝଟକା

କଟକ: ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦେବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଥିବା ବେଳେ ହାଇକୋର୍ଟ ଏହି ମାମଲାରେ ଦାୟର ଆବେଦନର ଶୁଣାଣି କରି ଏକ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁଥିରେ ହାଇକୋର୍ଟଙ୍କ ବିନା ନିର୍ଦ୍ଦେଶରେ ନୂଆ ଜିଲ୍ଲା…

ଆର୍ମି ଟ୍ରକ୍ ଉପରେ ଆତଙ୍କବାଦୀ ଆକ୍ରମଣ ଘଟଣା, ୩ଯବାନ ସହିଦ୍

ଶ୍ରୀନଗର: ପୁଣି ଯବାନମାନଙ୍କୁ ଟା‌ର୍ଗେଟ କଲେ ଆତଙ୍କବାଦୀ। ଆଜି ଯବାନମାନଙ୍କୁ ନେଇ ଯାଉଥିବା ଏକ ଆର୍ମି ଟ୍ରକ୍ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ଜଣାପଡ଼ିଛି। ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଥିବା ଡେରା କି ଗଲି(ଡିକେଜି)ରେ ଏହି ଘଟଣା ଘଟିଛି। ଏହି ଆକ୍ରମଣରେ…

ବିଜେଡିରେ ମିଶିଲେ ପୁରୀ ଜିଲ୍ଲାର ବିଜେପି ନେତା ଓ ଶତାଧିକ କର୍ମୀ

ଭୁବନେଶ୍ବର: ଶଙ୍ଖ ଭବନରେ ଆଜି ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ଏହି  ମିଶ୍ରଣ ପର୍ବ ହୋଇଥିଲା।  ବ୍ରହ୍ମଗିରି ବିଜେପି ଯୁବମୋର୍ଚ୍ଚା ସଭାପତି ଜୟନ୍ତ କୁମାର ମହାନ୍ତିଙ୍କ ନେତୃତ୍ୱରେ…

ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା। ଉଭୟ ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି । ଏନେଇ ସୂଚନା ଦେଇଛନ୍ତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ପ୍ରାୟ ୧୪ ଶହ ଲୋକ ଏଥିରେ ଆକ୍ରାନ୍ତ ହୋଇଛନ୍ତି…