2023

ଅଭିନେତା ବିଜୟ ଆଣ୍ଟୋନୀଙ୍କ ୧୬ବର୍ଷର ଝିଅ ଲାରାର ଆତ୍ମହତ୍ୟା

ମୁମ୍ବାଇ: ସାଉଥ୍ ସିନେମା ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଅଭିନେତା ବିଜୟ ଆଣ୍ଟୋନୀଙ୍କ ୧୬ ବର୍ଷର ଝିଅ ଲାରା ଆଣ୍ଟୋନୀ ଆତ୍ମହତ୍ୟା କରିଥିବା ଜଣାପଡିଛି । ଗତକାଲି ଏହି ଘଟଣା ଘଟିଛି । ଯାହାକୁ ନେଇ ସମଗ୍ର…

ସମ୍ବାଦ ଅଫିସରୁ ଜବତ ଦସ୍ତାବିଜ ଖୋଲିବ ଦୁର୍ନୀତିର ଗୁମର!

ଭୁବନେଶ୍ୱର: ସମ୍ବାଦ ଅଫିସରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁର ଯାଞ୍ଚ। କର୍ମଚାରୀଙ୍କ ନାଁରେ ଋଣ ମାମଲାରେ ଆଜି ସମ୍ବାଦ ଖବରକାଗଜ ଅଫିସରେ ଚାଲିଛି ଯାଞ୍ଚ। ଯାଞ୍ଚ ବେଳେ ଜବତ ହୋଇଛି କିଛି ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଏବଂ ଦସ୍ତାବିଜ। ବର୍ତ୍ତମାନ ସୁଦ୍ଧା କିଛି ପ୍ରମୁଖ ସାକ୍ଷୀଙ୍କୁ…

ଭାରତର ଜି ୨୦ ଅଧ୍ୟକ୍ଷତା ଉପରେ ଇ-ପୁସ୍ତକ ‘ପିପୁଲ୍ସ ଜି-୨୦’ କୁ ଉନ୍ମୋଚନ କଲେ ଅପୂର୍ବ ଚନ୍ଦ୍ର

ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଅପୂର୍ବ ଚନ୍ଦ୍ର ଆଜି ନୂଆଦିଲ୍ଲୀଠାରେ ଭାରତର ଜି-୨୦ ଅଧ୍ୟକ୍ଷତା ଉପରେ ଏକ ଇ-ପୁସ୍ତକ ‘ପିପୁଲ୍ସ ଜି-୨୦’କୁ ଉନ୍ମୋଚନ କରିଛନ୍ତି। ପିଆଇବିର ପ୍ରମୁଖ ମହାନିର୍ଦ୍ଦେଶକ ମନୀଷ ଦେଶାଇ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ…

ଆଜି ପବିତ୍ର ଗଣେଶ ଚତୁର୍ଥୀ: ସବୁଠି ଚାଲିଛି ଗଜାନନଙ୍କ ଆରାଧନା

ଭୁବନେଶ୍ବର: ଆଜି ପବିତ୍ର ଗଣେଶ ଚତୁର୍ଥୀ । ଧରାପୃଷ୍ଠରେ ଅବତରଣ କରିଛନ୍ତି ପ୍ରଭୁ ଗଜାନନ । ଗାଁଠୁ ସହର ସବୁଠି ଉତ୍ସବର ପରିବେଶ । ସବୁଠି ଗଜାନନଙ୍କୁ ପୂଜାର୍ଚ୍ଚନା କରାଯାଉଛି । ସୁଉଚ୍ଚ ତୋରଣ ସାଙ୍ଗକୁ ବିଶାଳକାୟ ମେଢ ଏବଂ ରଙ୍ଗୀନ…

ଆମେରିକାର ଏଫ ୩୫ ଯୁଦ୍ଧ ବିମାନ ନିଖୋଜ

ୱାଶିଂଟନ: ଆମେରିକା ଏଫ ୩୫ ଯୁଦ୍ଧ ବିମାନ ନିଖୋଜ ହୋଇଯାଇଛି । ମରୀନ କୋରର ଏହି ବିମାନକୁ ଶତ୍ରୁ ପକ୍ଷ ଠାବ କରିବା କଷ୍ଟକର । ଗୁରୁତ୍ୱପୂର୍ଣ୍ଣ ମିଶନରେ ଏହାକୁ କାର୍ଯ୍ୟରେ ଲଗା ଯାଇଥାଏ । ନର୍ଥ ଚାର୍ଲସଟନ ଏୟାରବେସକୁ ଏହା…

ଭିଡ଼ ହିଂସାରେ ସାମିଲ ବ୍ୟକ୍ତିଙ୍କୁ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ ହେବ: ଓଡିଶା ପୁଲିସ

ଭୁବନେଶ୍ୱର: ଭିଡ ହିଂସା ଏକ ଅପରାଧ ଏବଂ ସେଥିରେ ଯେଉଁ ବ୍ୟକ୍ତି ଭାଗ ନିଅନ୍ତି ତାହା ମଧ୍ୟ ବଡ଼ ଅପରାଧ। ଜଣେ ବ୍ୟକ୍ତି ଯଦି କୌଣସି ପ୍ରକାରର ଭିଡ ହିଂସାରେ ଭାଗ ନିଏ ତେବେ ତାକୁ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ…

ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା

କଟକ: ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଆବଶ୍ୟକ ଦର୍ଶାଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଏଥିରେ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି। ଛାତ୍ର ସଂସଦ ନିର୍ବାଚନ ନ ହେବା ଯୋଗୁଁ କଣ କ୍ଷତି…

ରାମ ମନ୍ଦିରର ପ୍ରଥମ ଆଳତି ପାଇଁ ଯୋଧପୁରରୁ ଆସିବ ୬୦୦ କିଲୋ ଘିଅ

୨୦୨୪ ଜାନୁୟାରୀରେ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ଉଦ୍‌ଘାଟନ ହେବ। ମନ୍ଦିର ଗର୍ଭଗୃହରେ ପ୍ରଭୁ ଶ୍ରୀରାମ ବିରାଜମାନ କରିବେ। ଏହି ଐତିହାସିକ ଉତ୍ସବରେ ଯୋଧପୁରର ମଧ୍ୟ ଖାସ୍‌ ଯୋଗଦାନ ରହିବ। ରାମ ମନ୍ଦିରରେ ହେବାକୁ ଥିବା ପ୍ରଥମ ଆଳତି ଏବଂ ମହାଯଜ୍ଞରେ…

ଅକ୍ଚୋବରରେ ପ୍ରଥମ ସପ୍ତାହରେ ପୁଣି ଲଘୁଚାପ !

ଭୁବନେଶ୍ୱର ; ପଛକୁ ପଛ ଆସୁଛି ଲଘୁଚାପ । ଗୋଟିଏ ଯିବା ପରେ ଆଉ ଗୋଟିଏ ଦାନା ବାନ୍ଧୁଛି । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏବେ ଦୁଇ ଦିନ ଭିତରେ ଆଉ…

୬୯ କିଲୋଗ୍ରାମ ସୁନା, ୩୩୬ କିଲୋଗ୍ରାମ ରୁପାରେ ନିର୍ମିତ ହେଲା ଗଣେଶ ମୂର୍ତ୍ତି

ମୁମ୍ବାଇ: ରାତି ପାହିଲେ ଗଣେଶ ଚତୁର୍ଥୀ । ଏନେଇ ସବୁଆଡ଼େ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସେହିପରି ମହାରାଷ୍ଟ୍ରରେ ମଧ୍ୟ ଗଣେଶ ପୂଜା ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ବିଭିନ୍ନ ରାସ୍ତାଘାଟଠାରୁ ଆରମ୍ଭ କରି ପୂଜା ମଣ୍ଡପଗୁଡ଼ିକ ଆଲୋକମାଳାରେ…