2023

ସ୍ଥଗିତ ହେଲା ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ

ଭୁବନେଶ୍ୱର : ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ । ସ୍ଥଗିତ ହେଲା ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ । କାଲିଠୁ ସ୍କୁଲରେ ଯୋଗଦେବେ ପ୍ରାଥମିକ ଶିକ୍ଷକ ସରକାରଙ୍କ ଉପରେ ଆସ୍ଥା ରଖିଲେ ପ୍ରାଥମିକ ଶିକ୍ଷକ । ଶିକ୍ଷକ ସଂଘର ଷ୍ଟିୟରିଂ କମିଟି ବୈଠକ…

ଆଫ୍ରିକୀୟ ଦେଶ କଙ୍ଗୋରେ ବର୍ଷା ପରେ ଭୂସ୍ଖଳନ, ୧୭ ଜଣଙ୍କ ମୃତ୍ୟୁ

ଆଫ୍ରିକୀୟ ଦେଶ କଙ୍ଗୋର ଉତ୍ତର-ପଶ୍ଚିମ ଅଞ୍ଚଳରେ ବର୍ଷା ପରେ ଭୂସ୍ଖଳନ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରବିବାର ରାତିରେ ହୋଇଥିବା ଭୂସ୍ଖଳନରେ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ଖବର ମୁତାବକ, ଭୂସ୍ଖଳନ ପରେ ମାଟି ଗଦା ଭିତରେ ଅନେକ ଲୋକ ଦବି…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ, ଜଣେ ଗୁରୁତର

ଟ୍ରକ୍ ଓ କାର୍ ମୁହାଁମୁହିଁ ଧକ୍କାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। କଟକ ଜିଲ୍ଲା ତିଗିରିଆ ଥାନା ନୂଆସଡ଼କ ଛକରେ ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଗୁରୁତର ଆହତଙ୍କୁ…

ମାଛ ଖାଇ ମହିଳା ହରାଇଲେ ଗୋଡ଼ ଓ ହାତ

ଯଦି ଆପଣ ମାଛ ଖାଇବାକୁ ଭଲ ପାଉଛନ୍ତି ତେବେ ସାବଧାନ । ମାଛ ଖାଇଲେ ହରାଇବେ ଶରୀରର ଅଙ୍ଗ । ଜଣେ ମହିଳା ମାଛ ଖାଇ ନିଜ ଗୋଡ଼ ଓ ହାତ ହରାଇଛନ୍ତି । ଆପଣଙ୍କୁ କଥା ଟା ହୁଏତ ବିଶ୍ୱାସ…

ମା’ ଓ ଦୁଇ ପୁଅଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ

ଗଞ୍ଜାମ ଜିଲ୍ଲା ଶେରଗଡ଼ ସ୍ଥିତ ମହାତ୍ମା ଗାନ୍ଧି ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସାବିତ୍ରୀ ବେହେରା ଓ ତାଙ୍କର ଦୁଇ ପୁଅଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଶାଶୁଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କ ସ୍ୱାମୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ…

ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଆଶଙ୍କା, ଏସଡିଆରଏଫ ଟିମ୍‌ ନିୟୋଜିତ

ଗୁଜୁରାଟରେ ପ୍ରବଳ ବର୍ଷା ବନ୍ୟା ପରିସ୍ଥିତି ଆଣିଛି । ପ୍ରବଳ ବର୍ଷା ଯୋଗୁଁ କିଛି ଅଞ୍ଚଳରେ ଲୋକଙ୍କ ସମସ୍ୟା ବଢିବାରେ ଲାଗିଛି । ରବିବାର ପ୍ରବଳ ବର୍ଷା ଯୋଗୁଁ ନର୍ମଦା ଏବଂ ଅନ୍ୟ ନଦୀର ଜଳସ୍ତର ବଢି ଲୋକଙ୍କ ଦୁର୍ଦ୍ଦଶା ବଢାଇଛି…

ଆସନ୍ତା ୨୧ ତାରିଖକୁ ସ୍ଥାନୀୟ ଛୁଟି ଘୋଷଣା କଲେ ସମ୍ବଲପୁର ଆରଡିସି

ସମ୍ବଲପୁର : ଦିନଟିଏ ପରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଫଳରେ ମାଁ ସମଲେଶ୍ୱରୀଙ୍କ ପୀଠରେ ପ୍ରସ୍ତୁତି ଜୋରଦାର ଚାଲିଛି। ଆସନ୍ତା ୨୧ ତାରିଖକୁ ସ୍ଥାନୀୟ ଛୁଟି ଘୋଷଣା କଲେ ସମ୍ବଲପୁର ଆରଡିସି । ସ୍ଥାନୀୟ ଜନ ସମୁଦାୟଙ୍କ ଦାବି…

କାଲିଠାରୁ ନୂଆ ବିଲଡିଂରେ ବସିବେ ସାଂସଦ

ଆସନ୍ତାକାଲି ଠାରୁ ଆଉ ସଂସଦର ପୁରୁଣା ବିଲଡିଂରେ କୌଣସି ଅଧିବେଶନ ବସିବ ନାହିଁ। ସ୍ୱାଧୀନତା ପରଠାରୁ ପୁରୁଣା ବିଲଡିଂରେ ହିଁ ସଂସଦର କାର୍ଯ୍ୟ ସବୁ କରାଯାଉଥିଲା। କିନ୍ତୁ ଆସନ୍ତାକାଲି ଠାରୁ ସଂସଦର ନୂଆ ବିଲଡିଂରେ ସାଂସଦମାନେ ବସିବେ। ଉଭୟ ଲୋକସଭା ଓ…

ଚିନ୍ତା ବଢାଉଛି ସ୍କ୍ରଵ ଟାଇଫସ, ବରଗଡରେ ସ୍ୱତନ୍ତ୍ର ଡାକ୍ତରୀ ଦଳ

ବରଗଡ଼: ରାଜ୍ୟରେ ବିଷାକ୍ତ କୀଟ କାମୁଡାରେ ଅନେକ ଲୋକଙ୍କ ମୃତ୍ୟୁ ହେବା ଘଟଣା ସାମନାକୁ ଆସିବା ପରେ ଚିନ୍ତାରେ ପଡିଛି ସ୍ଵାସ୍ଥ୍ୟ ବିଭାଗ । ବରଗଡରେ ସ୍କ୍ରଵ ଟାଇଫସ ମାମଲା ଦିନକୁ ଦିନ ବଢିବାରେ ଲାଗିଛି । ଏହାର ସତ୍ୟତା ଅନୁଧ୍ୟାନ…

ବିଜେପି ସହ ସମ୍ପର୍କଚ୍ଛିନ୍ନ କଲା ଏଆଇଏଡିଏମକେ

ତାମିଲନାଡୁରେ ବିଜେପି ସହ ସବୁ ପ୍ରକାରର ସମ୍ପର୍କଚ୍ଛିନ୍ନ କରି ଦେଇଛି ଏଆଇଏମଡିଏମକେ। ରାଜ୍ୟ ବିଜେପି ମୁଖ୍ୟ କେ ଆନ୍ନାମଲାଇଙ୍କ ବିବାଦୀୟ ବୟାନ ପାଇଁ ଏଆଇଏମଡିଏମକେ ଏପରି ନିଷ୍ପତ୍ତି ନେଇଛି। ଆନ୍ନାମଲାଇ ଏଆଇଏମଡିଏମକେର ପ୍ରତିଷ୍ଠାତା ଏମଜିଆରଙ୍କ ମେଣ୍ଟୋର ଦିବଗଂତ ସିଏନ ଆନ୍ନାଦୁରାଇଙ୍କ ବିରୋଧରେ…