ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । କହିଛନ୍ତି ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଉପରମୁଣ୍ଡରେ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମୁଛି । ଆଉ ଦିନେ ଦୁଇ ଦିନ…
