ଭିଡିଓ ଉତ୍ତୋଳନ କରୁଥିଲେ ବନ କର୍ମଚାରୀ, ମାରିଦେଲା ହାତୀ
ହାତୀ ଆକ୍ରମଣରେ ଜଣେ ବନ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଘଟଣାଟି ଘଟିଛି ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲ୍ଲାରେ। ମୃତ ବନ କର୍ମଚାରୀଙ୍କ ନାଁ ସୁଧାକର ବି ଆତରାମ। ସେ ବନ ବିଭାଗରେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ଶନିବାର ପଳାସଗାଁ ଜଙ୍ଗଲକୁ କିଛି…
