ମା’ ହେଲେ ଆଇଏଏସ୍ ଟିନା ଡାବି, ଘରକୁ ଆସିଛି ଶିଶୁ ପୁତ୍ର
ମା’ ହେଲେ ବହୁ ଚର୍ଚ୍ଚିତ ରାଜସ୍ଥାନର ଜୈସଲମେରର ଜିଲ୍ଲାପାଳ ଟିନା ଡାବି। ଗତକାଲି ଜୟପୁରର ଏକ ହସ୍ପିଟାଲରେ ଟିନା ନିଜ ପ୍ରଥମ ସନ୍ତାନକୁ ଜନ୍ମ ଦେଇଛନ୍ତି। ଆଇଏଏସ୍ ଟିନା ଡାବି ଓ ସ୍ୱାମୀ ପ୍ରଦୀପ ଗାୱେଣ୍ଡେଙ୍କ ଘରକୁ ଆସିଛି ଶିଶୁ ପୁତ୍ର…
ମା’ ହେଲେ ବହୁ ଚର୍ଚ୍ଚିତ ରାଜସ୍ଥାନର ଜୈସଲମେରର ଜିଲ୍ଲାପାଳ ଟିନା ଡାବି। ଗତକାଲି ଜୟପୁରର ଏକ ହସ୍ପିଟାଲରେ ଟିନା ନିଜ ପ୍ରଥମ ସନ୍ତାନକୁ ଜନ୍ମ ଦେଇଛନ୍ତି। ଆଇଏଏସ୍ ଟିନା ଡାବି ଓ ସ୍ୱାମୀ ପ୍ରଦୀପ ଗାୱେଣ୍ଡେଙ୍କ ଘରକୁ ଆସିଛି ଶିଶୁ ପୁତ୍ର…
କେରଳରେ ଆତଙ୍କ ସୃଷ୍ଟି କରିଥିବା ନିପା ଭାଇରସକୁ ନେଇ ସତର୍କ କରାଇଛି ଆଇସିଏମଆର। ମହାମାରୀ କରୋନା ଭାଇରସ ତୁଳନାରେ ନିପା ଭାଇରସର ମୃତ୍ୟୁହାର ଯଥେଷ୍ଟ ଧିକ ବୋଲି ଆଇସିଏମଆର ଡିଜି ରାଜୀବ ଭଲା କହିଛନ୍ତି। ନିପା ଭାଇରସରରେ ମୃତ୍ୟୁହାର ୪୦ରୁ ୭୦…
ବାଲେଶ୍ଵର : ଚାଷୀଙ୍କ ଆଖିସାମ୍ନାରେ ଛେଳିକୁ ଗିଳିଲା ଅଜଗର । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ଔପଦା ବ୍ଲକ୍ ଢ଼ୋଲପୁର ଗାଁରେ । ଗାଁର ରମାକାନ୍ତ ସିଂ ଛେଳି ଚରାଇବା ପାଇଁ ନିକଟରେ ଥିବା ଦେବଗିରି ପାହାଡ଼କୁ…
ଅନୁଗୁଳ : ରାସ୍ତାରେ ପଡ଼ିଛି ମୃତଦେହ, ହତ୍ୟା ସନ୍ଦେହ । ଅନୁଗୁଳ ସଦର ଥାନା ଛେଳିଆପଡ଼ା ନିକଟରେ ଜଣେ ବ୍ଯକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । କେହି ହତ୍ଯାକରି ଫିଙ୍ଗି ଦେଇଥିବା ସନ୍ଦେହ । ମୃତ ବ୍ୟକ୍ତି ଜଣଙ୍କ ହେଲେ କାଙ୍ଗୁଲା…
ଭୁବନେଶ୍ୱର: ବିନା ହେଲମେଟ୍ ରେ ଗାଡ଼ି ଚଲେଇଲେ, ଟ୍ରାଫିକ୍ ନିୟମ ଅବମାନନା କଲେ ଏବେ ଗାଡ଼ି ମାଲିକଙ୍କ ପାଖକୁ ଯିବ ଇ-ଚାଲାଣ । ଆପଣ ଯଦି ଗାଡ଼ି ଚଲଉଛନ୍ତି କିମ୍ବା ଆପଣଙ୍କ ନାଁରେ କୌଣସି ଗାଡ଼ି ଅଛି ତେବେ ସାବଧାନ ହୋଇଯାଆନ୍ତୁ…
କଟକ : ଆସୁଛି ପାର୍ବଣ ଋତୁ । କିନ୍ତୁ ତାପୂର୍ବରୁ ଅଶାନ୍ତ ହୋଇପଡିଛି କଟକ ସହର । ପୂଜା ପୂର୍ବରୁ କଟକରେ ଏନକାଉଣ୍ଟର ହୋଇଛି । କନ୍ଦରପୁର ଥାନା ମତ୍ତଗଜପୁର ଅଂଚଳ ଡକାୟତି ଘଟଣାର ମୁଖ୍ୟ ଅଭିଯୁକ୍ତ ମନୋଜ ମହାରଣାକୁ ଉତ୍ତମାପୁର…
ଭୁବନେଶ୍ୱର: ଚିଟଫଣ୍ଡ କମିସନଙ୍କ କଟକସ୍ଥିତ କାର୍ଯ୍ୟାଳୟରେ ଟଙ୍କା ଫେରସ୍ତ ପାଇଁ ଦାଖଲ ହୋଇଥିବା ସତ୍ୟପାଠ ନଷ୍ଟ ହୋଇଯିବା ଏହଂ ହୋଇଯିବା ଭଳି ସ୍ଥିତି ପରେ ଓଡ଼ିଶାର ହଜାର ହଜାର ଚିଟଫଣ୍ଡ କ୍ଷତିଗ୍ରସ୍ତ ନିରାଶ ହୋଇଛନ୍ତି। କାଗଜପତ୍ରକୁ ଏକ କୋଠରୀର ଏକ କୋଣରେ…
ଭୁବବନେଶ୍ବର: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକରେ ଶୁକ୍ରବାର ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଲୋକେସନ୍ ଆକ୍ସେସିବିଲିଟି ମଲ୍ଟି-ମୋଡାଲ୍ ଇନିସିଏଟିଭ୍ (ଲକ୍ଷ୍ମୀ) ଉପରେ ମୋହର ଲାଗିଛି। ଏହି ଯୋଜନାରେ ନିର୍ଭରଯୋଗ୍ୟ ଏବଂ…
ଭୁବନେଶ୍ୱର: କାରିଗରମାନେ ସମାଜର ସୌନ୍ଦର୍ଯ୍ୟ କରଣ କରୁଛନ୍ତି କିନ୍ତୁ ତାଙ୍କ ବିଷୟରେ ସମାଜରେ କେହି ଚିନ୍ତା କରୁନଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ “ବିଶ୍ୱକର୍ମା ଯୋଜନା”ର ଆରମ୍ଭ କରିଛନ୍ତି। ଏହି ଯୋଜନା ଦ୍ୱାରା ଗ୍ରାମୀଣ ଓ ସହରାଚଂଳର ପାରମ୍ପରିକ କାରିଗର ଓ…
ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ…