ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ଟି-ସାର୍ଟରେ ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସପି, ଏନଏଚଆରସିରେ ପହଂଚିଲା ମାମଲା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋଗୋ ଥିବା ଟି-ସାର୍ଟ ପିନ୍ଧି ମୟୂରଭଞ୍ଜର ଏସପି ଓ ଜିଲ୍ଲାପାଳଙ୍କୁ ନେଇ ଯେଉଁ ବିବାଦ ଦେଖାଦେଇଛି, ତାହା ଏବେ ଆଉ ପାଦେ ଆଗକୁ ଯାଇଛି। ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଓ ଏସପି ବି. ଗଙ୍ଗାଧର…
