2023

ଅପରାଜିତାଙ୍କ ପରେ ପ୍ରଶ୍ନ ଉଠାଇଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଫଟୋ ଥିବା ଟି-ସାର୍ଟ ପିନ୍ଧି ବିବାଦରେ ଥିବା ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ଆଜି ଟାର୍ଗେଟ କରିଥିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ | ସେ ଟ୍ୱିଟ କରି କହିଥିଲେ ଯେ ଏହା ଅତ୍ୟନ୍ତ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଲେ ନୋରା ଫତେହି

ନୂଆଦିଲ୍ଲୀ: ମୋରୋକୋରେ ହୋଇଥିବା ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଉତ୍ତର ଆଫ୍ରିକା ଏବଂ ମୋରୋକୋରେ ଘଟିଥିବା ସବୁଠାରୁ ବଡ ଭୂକମ୍ପ ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ସମବେଦନା ଜଣାଇଛନ୍ତି ଏବଂ ଏଥିପାଇଁ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା…

ଓଡ଼ିଶାର ୪-୬ଜଣ ଅଫିସରଙ୍କ ଉପରେ ନଜର ରଖାଯାଇଛି: ଅପରାଜିତା

ଭୁବନେଶ୍ବର: ଓଡ଼ିଶାର ୪-୬ଜଣ ଅଫିସରଙ୍କ ଉପରେ କାର୍ଯ୍ୟକଳାପ ଉପରେ ନଜର ରଖାଯାଇଛି ବୋଲି ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି । ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସପି ଗତକାଲି ଏକ କାର୍ଯ୍ୟକ୍ରମରେ ନବୀନ ପଟ୍ଟନାୟକଙ୍କ ଫଟୋ ଥିବା ଟି-ସାର୍ଟ ପିନ୍ଧିବାକୁ ନେଇ…

ବଙ୍ଗୋପସାଗରର ୬୦୦୦ ମିଟର୍‌ ଗଭୀରକୁ ଯିବ କ୍ଷୁଦ୍ର ବୁଡ଼ାଜାହାଜ ‘ମତ୍ସ୍ୟ’

ନୂଆଦିଲ୍ଲୀ: ମୂଲ୍ୟବାନ୍‌ ଧାତୁ ଏବଂ ‘କୋବାଲ୍‌ଟ୍‌, ନିକେଲ୍‌ ଓ ମାଙ୍ଗାନିଜ୍‌ ଭଳି ଖଣିଜ ପଦାର୍ଥର ସନ୍ଧାନ ନିମନ୍ତେ ଭାରତୀୟ ବୈଜ୍ଞାନିକମାନେ ‘ସମୁଦ୍ରଯାନ ପ୍ରକଳ୍ପ’ରେ ବଙ୍ଗୋପସାଗରର ୬୦୦୦ ମିଟର୍‌ ଗଭୀରକୁ ‘ମତ୍ସ୍ୟ’ ନାମକ କ୍ଷୁଦ୍ର ବୁଡ଼ାଜାହାଜ ପଠାଇବ। ଏଥିରେ ୩ଜଣ ଲୋକ ଯିବେ।…

ଠିକା ନିଯୁକ୍ତି ହଟିଲା ପରେ ପୁଣି ୨୦ ହଜାର ଶିକ୍ଷକଙ୍କୁ ଠିକା ନିଯୁକ୍ତି କାହିଁକି ? : ବିଜେପି

ଭୁବନେଶ୍ୱର: ୨୦ହଜାର ଶିକ୍ଷକ ପଦବୀରେ ଠିକା ନିଯୁକ୍ତି କରିବା ପାଇଁ ନେଇଥିବା ନିଷ୍ପତି ବେଆଇନ ଓ ଅଗଣତାନ୍ତ୍ରିକ । ମୁଖ୍ୟମନ୍ତ୍ରୀଙ୍କ ନିୟମିତ ନିଯୁକ୍ତି ପ୍ରତିଶ୍ରୁତି କୁଆଡେ ଗଲା ? କାନ୍ଥ, ବାଡକୁ ସବୁଜ ରଙ୍ଗ କରିବାରେ ୩,୪୧୦କୋଟି ଖର୍ଚ୍ଚ କରିବା ପାଇଁ…

ଏଏସ୍‌ଆଇ ରଞ୍ଜନ ସାହୁ ଓ କନଷ୍ଟେବଲ କ୍ଷୀରୋଦ ବେହେରା ନିଲମ୍ବିତ

କଟକ: କଟକ ଜିଲ୍ଲା ଆଠଗଡ଼ ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଦୁଇ ପୁଲିସ କର୍ମଚାରୀଙ୍କ ବିରୋଧରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ପାଇଁ ଏଏସଆଇ ରଞ୍ଜନ ସାହୁ ଓ କନଷ୍ଟେବଲ କ୍ଷୀରୋଦ ବେହେରାଙ୍କୁ ନିଲମ୍ବନ କରାଯାଇଛି। କଟକ ଗ୍ରାମାଞ୍ଚଳ…

ବାପାକୁ ହତ୍ୟା କରିବା ବେଳେ ଦେଖିଦେଲେ ଜେଜେବାପା, ଉଭୟଙ୍କୁ ମାରିଦେଲା ନାତି

ରକ୍ତମୁଖା ନାତିର ଉନ୍ମତ୍ତ କାଣ୍ଡ। ବାପାକୁ ହତ୍ୟା କରିବା ସମୟରେ ଜେଜେବାପା ଉଠିବାରୁ ଜେଜେବାପାକୁ ବି ମାରିଦେଲା ନାତି। କୌଣସି କାରଣ ନ ଥିଲେ ବି ପ୍ରମାଣ ନଷ୍ଟ କରିବାକୁ ଯାଇ ଜେଜେବାପାକୁ ହତ୍ୟା କରିଛି। ଦିଲ୍ଲୀର ଗ୍ରେଟର ନୋଏଡ଼ାରେ ରହୁଥିବା…

ଆଜିଠୁ ଶଙ୍ଖ ଭବନରେ ମାଷ୍ଟର ଟ୍ରେନର ତାଲିମ ଶିବିର

ଭୁବନେଶ୍ବର: ଆଜିଠୁ ଆରମ୍ଭ ହୋଇଛି ବିଜେଡିର ମାଷ୍ଟର ଟ୍ରେନର ତାଲିମ ଶିବିର । ଶଙ୍ଖ ଭବନରେ ଏହି ଶିବିର ଚାଲିବ । ତୃଣମୂଳସ୍ତରରୁ ନେତା ଓ କର୍ମୀଙ୍କୁ ନିର୍ବାଚନ ପାଇଁ ଦିଆଯିବ ଗୁରୁମନ୍ତ୍ର। ଏହି କାର୍ଯ୍ୟକ୍ରମ ୩୭ ଦିନ ଯାଏ ଚାଲିବ।…

ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦୀ ଓ ସାଉଦୀ ଯୁବରାଜଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସାଉଦୀ ଯୁବରାଜ ମହମ୍ମଦ୍‌ ବିଲ୍‌ ସଲ୍‌ମାନ୍‌ ଦ୍ବିପାକ୍ଷିକ ଆଲୋଚନା ଆରମ୍ଭ କରିଥିବା କଥା ବିଭିନ୍ନ ଜାତୀୟ ଗଣମାଧ୍ୟମ ରିପୋର୍ଟ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୯ ଫେବ୍ରୁଆରି ପରଠାରୁ ଏହା ହେଉଛି…

ମୁଖ୍ୟ ସଚିବଙ୍କୁ ଡେଙ୍ଗୁ, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଡେଙ୍ଗୁ । ଡେଙ୍ଗୁ ଜ୍ୱରରେ ପୀଡିତ ହୋଇ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇ ସେ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ସେଠାରେ ତାଙ୍କର ଚିକିତ୍ସା ଚାଲିଛି । ଧିରେ ଧିରେ…