ଜନ୍ମଦିନରେ ଦେଶବାସୀଙ୍କୁ ଉପହାର ଦେବେ ପ୍ରଧାନମନ୍ତ୍ରୀ: ଉପହାରର ନାଁ ‘ଆୟୁଷ୍ମାନ ଭବ’
ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଦେବେ ଭବ୍ୟ ଉପହାର । ଏ ଉପହାର ସାରା ଦେଶବାସୀଙ୍କ ପାଇଁ । କେନ୍ଦ୍ର ସରକାର ଚଳିତବର୍ଷ ସେପ୍ଟେମ୍ବର ୧୭ ତାରିଖ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆୟୁଷ୍ମାନ ଭବ’ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି । କେନ୍ଦ୍ର…
