୧୨ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
କାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ…
