2023

ଉଦ୍ୟୋଗୀଙ୍କ ହବ୍ ହେବ ଓଡ଼ିଶା, ୧୧ରେ ଦୁଇଟି ଷ୍ଟାର୍ଟଅପ ଅଭିଯାନର ହେବ ଉଦଘାଟନ

ଭୁବନେଶ୍ୱର: ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଛନ୍ତି, ରାଜ୍ୟରେ କେବେ ଶିଳ୍ପ କେନ୍ଦ୍ର ନଥିଲା, କିନ୍ତୁ ଏବେ ଉଦ୍ୟୋଗୀଙ୍କ ବିକାଶ ପାଇଁ ବାଟ ଫିଟିଛି। ଶୁକ୍ରବାର ଭୁବନେଶ୍ୱରରେ ଦ୍ୱିତୀୟ ଷ୍ଟାର୍ଟଅପ୍ ଯାତ୍ରା ଅଭିଯାନର ଶୁଭାରମ୍ଭ ବାବଦରେ ପ୍ରତାପ ଦେବ ଏହା…

କୋଭିଡ୍‌କୁ ପରାସ୍ତ କଲେ, ଯୁଦ୍ଧଜନିତ ବିଶ୍ବାସର ଅଭାବକୁ ମଧ୍ୟ ଜିଣି ପାରିବା: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଯଦି ଆମେ କୋଭିଡ୍‌କୁ ପରାସ୍ତ କରିପାରିଲେ ତେବେ, ଯୁଦ୍ଧଜନିତ ବିଶ୍ବାସର ଅଭାବକୁ ବି ବିଶ୍ବାସର ସୁସମ୍ପର୍କରେ ପରିଣତ କରିପାରିବା ବୋଲି ଆଜି ନୂଆଦିଲ୍ଲୀରେ ପ୍ରଗତି ମୈଦାନରେ ନିର୍ମିତ ‘ଭାରତ ମଣ୍ଡପମ୍‌’ରେ ଆୟୋଜିତ ‘ଜି୨୦’ର ୧୮ଶ ଶିଖର ସମ୍ମିଳନୀ ଉଦ୍‌ଘାଟନ କରିବା…

ଛାତ୍ରୀ ମୃତ୍ୟୁ ଘଟଣା: ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ମା’

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟର ୯ମ ଶ୍ରେଣୀ ଛାତ୍ରୀ ସୌଦାମିନୀ ରଇତଙ୍କ ମୃତ୍ୟୁ ଘଟଣାରେ ନ୍ୟାୟ ଦାବି କରି ଆଜି ତାଙ୍କ ମା’ ସୁଜ୍ଞାନୀ ବିଦ୍ୟାଳୟରେ ତାଲା ପକାଇ ପୁଣି ଧାରଣାରେ ବସିଛନ୍ତି। ଝିଅ ମୃତ୍ୟୁ…

ଅକ୍ଷୟ କୁମାର ଜନ୍ମଦିନରେ ମହାକାଳଙ୍କ ଦର୍ଶନ କରି ଭସ୍ମ ଆଳତୀରେ ହେଲେ ସାମିଲ

ମୁମ୍ବାଇ : ବଲିଉଡରେ ଖିଲାଡି କହିଲେ ତାଙ୍କୁ ସମସ୍ତେ ଜାଣନ୍ତି । ହଁ ଆଜ୍ଞା ଆମେ କହୁଛୁ ଅକ୍ଷୟ କୁମାରଙ୍କ କଥା । ଆଜି ସେ ତାଙ୍କ ୫୬ତମ ଜନ୍ମଦିନ ପାଳନ କରୁଛନ୍ତି । ଏ ନେଇ ଆଜି ସକାଳୁ ସେ…

ନନ୍ଦନକାନନକୁ ମିଜୋରାମରୁ ଆସିଲେ ହୁଲକ ଗିବନ ସମେତ ୫ ଜୀବଜନ୍ତୁ

ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର । ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଗତକାଲି ରାତିରେ ମିଜୋରାମ ଆଇଜଲ ଚିଡିଆଖାନାରୁ ଦୁଇ ହୁଲକ ଗିବନ ସମେତ ୫ ଜୀବଜନ୍ତୁ ଆସିଛନ୍ତି । ଦୁଇ ଦୁଇ ହୁଲକ ଗିବନଙ୍କ…

ରାଷ୍ଟ୍ରପତିଙ୍କ ରାତ୍ରିଭୋଜନକୁ ବିରୋଧୀ ନେତାଙ୍କୁ ଡକାନଯିବା ନେଇ ଅସନ୍ତୋଷ ପ୍ରକାଶ କଲା କଂଗ୍ରେସ

ନୂଆଦିଲ୍ଲୀ: ଆଜି ରାତିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ମଣ୍ଡପମରେ ଜି-20 ଅତିଥିଙ୍କୁ ରାତ୍ରିଭୋଜନ ଦେବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ହେଲେ ଏହି ନୈଶ୍ୟଭୋଜିକୁ ଆମନ୍ତ୍ରିତ ହୋଇନାହାନ୍ତି ରାଜ୍ୟସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…

ଡେରାସରେ ଜବରଦଖଲ ଅଭିଯୋଗ ପରେ କାର୍ଯ୍ଯାନୁଷ୍ଠାନ ପାଇଁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ବେଆଇନ ଜବରଦଖଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ନେଇ ଏକ ଚିଠି ଲେଖିବା ପରେ ରାଜ୍ୟ ସରକାର ଏହାକୁ ଗ୍ରହଣ କରିଛନ୍ତି। ଆଉ ପ୍ରଶାସନ ପକ୍ଷରୁ ତହସିଲଦାର…

ମୋଦୀ-ବାଇଡେନ୍ ବୈଠକ ପରେ ଦୁଇ ଦେଶ ଜାରି କଲେ ମିଳିତ ବିବୃତ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଜୋଶେଫ ଆର. ବାଇଡେନଙ୍କ ମଧ୍ୟରେ ମଙ୍ଗଳବାର ନୂଆଦିଲ୍ଲୀରେ ଦ୍ୱିପାକ୍ଷିକ ସମ୍ପର୍କ ଓ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ଏହାପରେ ଦୁଇ ଦେଶ ମିଳିତ ବିବୃତ୍ତି ଜାରି କରିଛନ୍ତି। ଜୁନ୍…

ଆଠଗଡ଼ ଥାନାରୁ ଚମ୍ପଟ ମାରିଲା ଆସାମୀ

ଆଠଗଡ଼ : ଆଠଗଡ଼ ଥାନାରୁ ଚମ୍ପଟ ମାରିଲା ଆସାମୀ । କିଛି ଦିନ ତଳେ ବହୁ ଚର୍ଚ୍ଚିତ ଆମ୍ବୃତ ମଣୋହି ପାଟଣା ଗ୍ରାମ ବୋମା ମାଡ଼ ଘଟଣାରେ ଫେରାର ରହିଥିଲା ଏହି ଆସାମୀ। ଖବର ପାଇ ଗତକାଲି ବିଳମ୍ବିତ ରାତିରେ ଉଠାଇ…

ମରକ୍କୋରେ ଶକ୍ତିଶାଳୀ ଭୂକମ୍ପ: ୩୦୦ ମୃତ, ବଢିପାରେ ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ : ମରକ୍କୋରେ ଶକ୍ତିଶାଳୀ ଭୂମିକମ୍ପ । ରିକ୍ଟର ସ୍କେଲରେ ୬.୮ ତୀବ୍ରତାର ଭୂକମ୍ପ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ମାରାକେଶର ଦକ୍ଷିଣ-ପଶ୍ଚିମର ୭୧ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଆମେରିକାର ଭୂତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି ।…