2023

କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୪୦ରୁ ଉର୍ଦ୍ଧ୍ବ କଣ୍ଟେନର

କଟକ:କଟକ ଜଗତପୁର ଅନ୍ତର୍ଗତ ନଜରପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ । ଗାଁର ପିଡିଏସ୍‌ କିରାସିନି ପମ୍ପ ପଛପଟେ ମୁଖାର୍ଜୀ କ୍ୟାମ୍ପସ୍‌ ପଡ଼ିଆରେ ଏଲ୍‌ ଆଣ୍ଡ ଟି ଠିକାସଂସ୍ଥା ନିର୍ମାଣ କରିଥିବା ୪୦ଟି ଅସ୍ଥାୟୀ ଘରେ ନିଆଁ ଲାଗି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ…

ଶେଖ ହସିନାଙ୍କ ସହ ମୋଦୀଙ୍କ ସାକ୍ଷାତ, ଗତ ୯ ବର୍ଷ ମଧ୍ୟରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କର ଅଗ୍ରଗତି ଅତ୍ୟନ୍ତ ଆନନ୍ଦଦାୟକ

ନୂଆଦିଲ୍ଲୀ: ସେପ୍ଟେମ୍ବର ୯ ଏବଂ ୧୦ ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀ ପୂର୍ବରୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହ ଦ୍ୱିପାକ୍ଷିକ ବୈଠକ ପରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ମନ୍ତବ୍ୟ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ: ସନ୍ଧ୍ୟା ଧୂପ ପରେ କରାଯିବ ସୁସଜ୍ଜିତ

ପୁରୀ: ଗତ ମଙ୍ଗଳବାର ଦିନଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ଆରମ୍ଭ ହୋଇଛି । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ । ଆଜି ଠାରୁ ଶ୍ରୀଜିଉଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ ।…

ମୋଦିଙ୍କ ଘୋଷଣା, ଆଫ୍ରିକୀୟ ୟୁନିଅନ ହେଲା ଜି-୨୦ର ସଦସ୍ୟ

ଜି-୨୦ ଶିଖର ସମ୍ମିଳନି ଆଜିଠାରୁ ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ନେତାଙ୍କୁ ସ୍ୱାଗତ କରିଛନ୍ତି । ମୋଦି ପ୍ରଥମେ ମରକ୍କୋ ଭୂମିକମ୍ପ ବିଷୟରେ କହି ଦୁଃଖ ପ୍ରକାଶ କରିଛନ୍ତି । ଏହାପରେ ଆଫ୍ରିକୀୟ ୟୁନିଅନକୁ ଅଫିସିଆଲ ଭାବେ…

ମେଡିକାଲ ପାଇଖାନାରୁ ଉଦ୍ଧାର ହେଲା ଶିଶୁକନ୍ୟା

ବଲାଙ୍ଗିର: ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଡାକ୍ତର ଖାନାରେ ଅଭାବନୀୟ ଘଟଣା । ଅଲୋଡ଼ା ହେଲା ନବଜାତ ଶିଶୁ କନ୍ୟା । ପାଇଖାନାରେ ପଡିଛି ନବଜାତ ଶିଶୁକନ୍ୟା। ଶିଶୁକନ୍ୟାଟିକୁ ଉଦ୍ଧାର କରାଯାଇ ଏସଏନସିୟୁରେ ଭର୍ତ୍ତି କରାଯାଇଛି। କନ୍ୟାଟି କାହାର ଆଉ କେଉଁ…

ଭାରତ ମଣ୍ଡପମର ସ୍ୱାଗତ ସ୍ଥଳରେ ଶୋଭାପାଉଛି ଓଡ଼ିଶାର କାରୁକାର୍ଯ୍ୟପୂର୍ଣ୍ଣ ଐତିହ୍ୟ କୋଣାର୍କ ଚକ୍ର

ଆଜିଠୁ ନୂଆଦିଲ୍ଲୀରେ ଆରମ୍ଭ ହେଉଛି ଦୁଇ ଦିନିଆ ଜି-୨୦ ସମ୍ମିଳନୀ । ଏଥିପାଇଁ ଭାରତ ମଣ୍ଡପମ୍‌ରେ ପହଞ୍ଚୁଛନ୍ତି ଜଣକ ପରେ ଜଣେ ବିଦେଶୀ ନେତା । ସେମାନଙ୍କୁ ସ୍ୱାଗତ କରୁଛନ୍ତି ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଉ ଭାରତ ମଣ୍ଡପମର…

ଅଙ୍ଗନବାଡି ଦିଦିଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବାଲେଶ୍ୱର: ଖନ୍ତାପଡା ଥାନା ଅନ୍ତର୍ଗତ ମହାରାଜପୁର ଅଙ୍ଗନବାଡି କେନ୍ଦ୍ରରେ ଶୁକ୍ରବାର ଜଣେ ଅଙ୍ଗନବାଡି କର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ପ୍ରଜ୍ଞା ପରିମିତା ଦାସ। ମହିଳାଙ୍କ ବାପାମାଆ ଅଭିଯୋଗ କରିଛନ୍ତି ଯେ ବିସ୍ମିତ ଜଣେ ମଦ୍ୟପ; ସେ ଏବଂ…

ରୁପା ପ୍ଲେଟରେ ଖାଇବେ ଭିଭିଆଇପି ଅତିଥି; ଡାଲ୍ ବାଟି ଚୁରମା ସାଙ୍ଗକୁ ପରସାଯିବ ପନିୟାରମ୍

ଭାରତରେ ଆତିଥ୍ୟତା ପ୍ରଦାନର ଏକ ପ୍ରମୁଖ ଅଙ୍ଗ ହେଉଛି ଖାଦ୍ୟ। ଆଉ ଏବେ ଜି- ୨୦ ସମ୍ମିଳନୀ ପାଇଁ ଯେତେବେଳେ ବିଶ୍ୱସ୍ତରୀୟ ଅତିଥି ଭାରତରେ ପହଞ୍ଚିଛନ୍ତି, ସେମାନଙ୍କ ପାଇଁ ସ୍ୱତନ୍ତ୍ର ଖାଦ୍ୟପେୟର ବ୍ୟବସ୍ଥା ହେବା ସୁନିଶ୍ଚିତ । ବିଦେଶୀ ଅତିଥିଙ୍କୁ ରୁପା…

ବାପା ମାଆକୁ ମାଡ ମାରି ଘରୁ ବାହାର କରିଦେଲା ପୁଅ

କାମାକ୍ଷାନଗର: ବାପା ମା କେତେ ଆଶା ନେଇ ପୁଅଟେ ଜନ୍ମ କରିଥାନ୍ତି । ସମସ୍ତେ କୁହନ୍ତି ପୁଅ ଅଛିତ ସାହା ଅଛି । ବାପା ମଧ୍ୟ ନିଜକୁ ଗର୍ବ ମନେ କରେ ପୁଅଟିର ବାପ ହୋଇ । ହେଲେ ମୁଣ୍ଡକୁ ହାତ…

କଡ଼ା ସୁରକ୍ଷା ବଳୟରେ ଦିଲ୍ଲୀ; ପ୍ରଗତି ମଇଦାନଠୁ ପ୍ରଧାନମନ୍ତ୍ରୀ ନିବାସ ନୋ ଫ୍ଲାଇଙ୍ଗ ଜୋନ୍

ଆଜିଠୁ ଆରମ୍ଭ ହେଉଛି ଜି-୨୦ ସମ୍ମିଳନୀ । ଏଥିନିମନ୍ତେ ବିଶ୍ୱସ୍ତରୀୟ ନେତାଙ୍କ ଭିଡ଼ ଜମିଛି ରାଜଧାନୀ ଦିଲ୍ଲୀରେ। ସେଥିପାଇଁ ରାଜଧାନୀ ଦିଲ୍ଲୀ ଏବେ କଡ଼ା ସୁରକ୍ଷା ବଳୟ ଭିତରେ ରହିଛି। ଦିଲ୍ଲୀରେ ପ୍ରଗତି ମଇଦାନଠୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନିବାସ ଅଞ୍ଚଳକୁ…