ରେଳ ଧାରଣା ଉପରେ ପଡ଼ିଲା ବିଶାଳ ଗଛ, ଟ୍ରେନ ଚଳାଚଳ ବାଧାପ୍ରାପ୍ତ
ବେତନଟୀ ସଦର: ବେତନଟୀ ରେଳଷ୍ଟେସନରୁ ଅନତି ଦୂରରେ ଗୁରୁବାର ସକାଳ ସମୟରେ ଏକ ବିଶାଳ ଶାଳଗଛ ଉପୁଡି ରେଳଧାରଣାରେ ପଡି ଯାଇଥିବାବେଳେ ଟ୍ରେନ ଚଳାଚଳରେ ବ୍ୟାଘାତ ଦେଖା ଦେଇଛି | ସୂଚନା ଅନୁଯାୟୀ ଶାଳଗଛ ପଡିବା ଦ୍ୱାରା ବିଦ୍ୟୁତ ତାର ଛିଣ୍ଡିଯାଇ…
