2023

‘ପ୍ରଜ୍ଞାନ ୧୦୦ ନଟ୍‌ ଆଉଟ୍‌’: ଚନ୍ଦ୍ରଯାନ-୩ ରୋଭରର ଚନ୍ଦ୍ରରେ ନିଆରା ସଫଳତା

ନୂଆଦିଲ୍ଲୀ: ଆଦିତ୍ୟ-ଏଲ୍‌-୧ ମହାକାଶଯାନ ସୂର୍ଯ୍ୟର ଅଧ୍ୟୟନ ପାଇଁ ଯାତ୍ରା ଆରମ୍ଭ କରିଥିବା ବେଳେ ଚନ୍ଦ୍ରଯାନ-୩ ରୋଭର ପ୍ରଜ୍ଞାନ ଚନ୍ଦ୍ରରେ ଆଉ ଏକ ଐତିହାସିକ ମାଇଲ ଖୁଣ୍ଟ ହାସଲ କରିଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଘୋଷଣା କରିଛି ଯେ ରୋଭର…

ପେଣ୍ଠକଟା କନକଦୁର୍ଗା ସାହିରେ ବୋମା ବିସ୍ଫୋରଣ

ପୁରୀ: ପୁରୀ ପେଣ୍ଠକଟା କନକଦୁର୍ଗା ସାହିରେ ବୋମା ବିସ୍ଫୋରଣ । ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ଏହି ବୋମା ବିସ୍ପୋରଣ ହୋଇଥିବା ସୂଚନା ମିଳିଛି । ତେବେ ବିସ୍ଫୋରଣରେ କାହାର କିଛି କ୍ଷତି ହୋଇନଥିବା ବେଳେ ଏକ କୁକୁରର ପ୍ରାଣ…

ରାଜସ୍ଥାନରେ ଆଦିବାସୀ ଗର୍ଭବତୀ ପତ୍ନୀଙ୍କୁ ଉଲଗ୍ନ କରି ବୁଲାଇଲେ ଶାଶୁଘର ଲୋକେ

ମଣିପୁର ଲଜ୍ୟା ଘଟଣା ମନରୁ ଲିଭି ନଥିବା ବେଳେ ରାଜସ୍ଥାନରେ ପୁଣି ଦେଖାଦେଇଛି ଏମିତି ଏକ ଲଜ୍ୟାଜନକ ଘଟଣା । ଜଣେ ଆଦିବାସୀ ଗର୍ଭବତୀ ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ବୁଲାଇଛନ୍ତି ଶାଶୁଘର ଲୋକେ । ରାଜସ୍ଥାନର ପ୍ରତାପଗଡ ଜିଲ୍ଲାରେ…

କଳାଜିରା ଧାନକୁ ମିଳିଲା ଜି.ଆଇ ଟ୍ୟାଗ୍

କୋରାପୁଟ: କଳାଜିରା ଧାନକୁ ମିଳିଲା ଜି.ଆଇ ଟ୍ୟାଗ୍। ନାବାର୍ଡ ଏବଂ ଓଡ଼ିଶା ସରକାରଙ୍କ ସହଯୋଗରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ, କୃଷକ ଉତ୍ପାଦକ କମ୍ପାନି ଜୈବିକ୍ ଏସଆରଆଇ “କୋରାପୁଟ କାଲାଜିରା ଚାଉଳ” ପାଇଁ ଜିଆଇ ଟ୍ୟାଗ୍ ପାଇଲା। ଏହି ଚାଉଳ…

ପୀତ ସାଗର ମଧ୍ୟକୁ ଏକାଧିକ କ୍ରୁଜ୍‌ ମିସାଇଲ୍‌ ନିକ୍ଷେପ କଲା ଉତ୍ତର କୋରିଆ

ସିଓଲ୍‌: ଆଜି ପ୍ରତ୍ୟୁଷରେ ଉତ୍ତର କୋରିଆ କୋରୀୟ ଉପଦ୍ବୀପର ପଶ୍ଚିମ ଉପକୂଳରେ ଥିବା ପୀତ ସାଗର (ୟେଲୋ ସି) ମଧ୍ୟକୁ ଏକାଧିକ କ୍ରୁଜ୍‌ ମିସାଇଲ୍‌ ନିକ୍ଷେପ କରିଥିବା କଥା ଦକ୍ଷିଣ କୋରିଆ ସେନା କହିଛି। ଆଜି ସ୍ଥାନୀୟ ସମୟ ଭୋର୍‌ ୪ଟା…

5T ସଚିବଙ୍କ ଗସ୍ତକୁ ନେଇ ବର୍ଷିଲା କଂଗ୍ରେସ

ଭୁବନେଶ୍ୱର:ଫାଇଭ ଟି ସଚିବଙ୍କୁ ନେଇ ମୁହାଁମୁହିଁ ହୋଇଛନ୍ତି ସରକାର ଓ ବିରୋଧୀ । ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା । ରାଜନୈତିକ ମାହୋଲ ବି ସରଗରମ । ସାରା ରାଜ୍ୟ ବୁଲୁଛନ୍ତି ସଚିବ ।…

ସିଙ୍ଗାପୁରର ନୂତନ ରାଷ୍ଟ୍ରପତି ହେଲେ ଭାରତୀୟ ବଂଶୋଦ୍ଭବ ଥର୍ମନ ଶଣମୁଗରତ୍ନମ୍

ବିଦେଶର ସାମ୍ୱିଧାନିକ ପଦବୀରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ। ସିଙ୍ଗାପୁରର ନୂତନ ରାଷ୍ଟ୍ରପତି ହେଲେ ଭାରତୀୟ ବଂଶୋଦ୍ଭବ ଥର୍ମନ ଶଣମୁଗରତ୍ନମ୍। ସେଠାକାର ଦୁଇ ପୁରୂଖା ନେତାଙ୍କୁ ପଛରେ ପକାଇ ସେ ଏହି ବାଜି ମାରି ନେଇଛନ୍ତି। 70.4% ରୁ ଅଧିକ ଭୋଟ୍…

ସାନକୁ ଟାଙ୍ଗିଆରେ ହାଣିଲା ବଡ଼ଭାଇ

ଅନୁଗୁଳ: ଖମାରି ଥାନା ପଦାପସି ଗାଁରେ ଜଘନ୍ୟ ହତ୍ୟାକାଣ୍ଡ। ସାନଭାଇକୁ ଟାଙ୍ଗିଆରେ ହାଣିଲା ବଡ଼ଭାଇ। ଅଭିଯୁକ୍ତର ଥାନାରେ ଆତ୍ମସମର୍ପଣ। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢେ ୧୨ଟା ସମୟରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଖମାର ଥାନା ପଦାପସି…

ଭୁବନେଶ୍ୱରରେ ଘଣ୍ଟାଏରେ ମାରିଲା ୪୨ ହଜାରରୁ ଅଧିକ ବିଜୁଳି

ଘନଘନ ବିଜୁଳିରେ ଥରିଲା ରାଜଧାନୀ ଭୁବନେଶ୍ୱର। ଘଣ୍ଟାଏରେ ଭୁବନେଶ୍ୱର ସହରରେ ମାରିଛି ୪୨ ହଜାରରୁ ଅଧିକ ଥର ବିଜୁଳି। ଏଥିରେ କେହି ମୃତାହତ ହୋଇନଥିଲେ ମଧ୍ୟ ରାଜଧାନୀବାସୀ ଭୟଭୀତ ହୋଇଛନ୍ତି। ସେପଟେ ଲଗାଣ ବର୍ଷାରେ ଭାସିଛି ଦ୍ୱୈତନଗରୀ। ଆଜି ଅପରାହ୍ନ ପ୍ରାୟ…

ପିପିଲି ନିକଟରୁ ୧କିଲୋ ୮୦ ଗ୍ରାମ୍ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ବଢୁଛି ଧଳା ଜହର କାରବାର । ଆଜି ଏସଟିଏଫ୍ ଟିମକୁ ବଡ ସଫଳତା ମିଳିଛି । ଉତ୍ତର-ପିପିଲି ନିକଟରୁ ୧ କିଲୋ ୮୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ…