2023

ଗୋଟିଏ ଦେଶ, ଗୋଟିଏ ନିର୍ବାଚନ: ୮ ଜଣିଆ କମିଟିରେ ଅମିତ ଶାହ ଓ ଅଧୀର ଚୌଧୁରୀ

ୱାନ୍ ନେସନ, ୱାନ ଇଲେକ୍ସନ’ ବା ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ପ୍ରସ୍ତାବ ଉପରେ ବିଚାର କରିବାକୁ ୮ ଜଣିଆ କମିଟି ଗଠନ କରିଛନ୍ତି କେନ୍ଦ୍ର ସରକାର। ଏହାପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଏହି କମିଟିର ମୁଖ୍ୟ ଭାବେ ନିଯୁକ୍ତି…

ଭୁବନେଶ୍ବରରେ ଭୟଙ୍କର ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା, ଜନଜୀବନ ପୁରା ଅସ୍ତବ୍ୟସ୍ତ

ପ୍ରଚଣ୍ଡ ଘଡ଼ଘଡ଼ିରେ ଥରିଲା ରାଜଧାନୀ । ଭୁବନେଶ୍ବରରେ ଭୟଙ୍କର ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା । ତୁହାକୁ ତୁହା ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ଲାଗି ରହିଛି । ଦୁଇ ଘଣ୍ଟା ଧରି ପ୍ରବଳ ବର୍ଷା ଲାଗି…

କୋଟାକ ମହିନ୍ଦ୍ରା ସିଇଓ ପଦରୁ ଉଦୟଙ୍କ ଇସ୍ତଫା

ପ୍ରଖ୍ୟାତ ବ୍ୟାଙ୍କର ଉଦୟ କୋଟାକ ଆଜି କୋଟାକ ମହିନ୍ଦ୍ରା ବ୍ୟାଙ୍କର ସିଇଓ ଓ ଏମଡି ପଦରୁ ଇସ୍ତଫା ଦେଇଛନ୍ତି। ବୋର୍ଡ ଅଫ ଡିରେକ୍ଟର୍ସର ଅଧ୍ୟକ୍ଷ ପ୍ରକାଶ ଆପଟେଙ୍କୁ ଚିଠି ଲେଖି ଉଦୟ ତତ୍କାଳ ଭାବେ ପଦରୁ ଇସ୍ତଫା ଦେଉଥିବା ଜଣାଇ ଦେଇଛନ୍ତି।…

ବିଶୃଙ୍ଖଳିତ ଆଚରଣ ପାଇଁ ୬ ଅନ୍ତେବାସୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ରେଭେନ୍ସା ଇଷ୍ଟ ହଷ୍ଟେଲ ଆଗରେ ବିକ୍ଷୋଭ

କଟକ : ରେଭେନ୍ସା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ୬ ଜଣ ଅନ୍ତେବାସୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଯାହାକୁ ବିରୋଧ କରି ଇଷ୍ଟ ହଷ୍ଟେଲ ଗେଟ ଆଗରେ ଅନ୍ତେବାସୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି । କ୍ୟାମ୍ପସରେ ବିଶୃଙ୍ଖଳା ପାଇଁ…

ପତ୍ନୀଙ୍କୁ ଗୁଳି କରିବା ପରେ ହୃଦଘାତରେ ଆଖି ବୁଜିଲେ ସ୍ୱାମୀ

ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ମହାରାଷ୍ଟ୍ର ରାଜଧାନୀ ମୁମ୍ବାଇରେ । ଜଣେ ବ୍ୟକ୍ତି ଗୁଳି କରି ନିଜ ପତ୍ନୀଙ୍କୁ ହତ୍ୟା କରିବା ପରେ ଘଟଣାସ୍ଥଳରେ ସେ ବି ଟଳି ପଡ଼ିଥିବା ଜଣାଯାଇଛି। ବ୍ୟକ୍ତିଜଣଙ୍କର ହୃଦଘାତରେ ଜୀବନ ଯାଇଥିବା ଜଣାଯାଇଛି।…

OSSC ପ୍ରଶ୍ନପତ୍ର ଲିକ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ : ହାଇକୋର୍ଟ

କଟକ: OSSC ପ୍ରଶ୍ନପତ୍ର ଲିକ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏହି ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ। ଓଡିଶା ଷ୍ଟାଫ ସିଲେକ୍ସନ କମିସନ ଦ୍ୱାରା ପରିଚାଳିତ ଜୁନିଅର ଇଂଜିନିୟର (ସିଭିଲ)ନିଯୁକ୍ତି ସ୍କାମ ସମ୍ପର୍କୀତ ମାମଲାର ଶୁଣାଣି କରି କ୍ରାଇମ ବ୍ରାଞ୍ଚ ତଦନ୍ତ…

ଜେଟ୍‌ ଏୟାରୱେଜ୍ ପ୍ରତିଷ୍ଠାତା ନରେଶ ଗୋୟଲ ଗିରଫ

ବନ୍ଧା ହେଲେ ଜେଟ୍‌ ଏୟାରୱେଜ୍ ପ୍ରତିଷ୍ଠାତା ନରେଶ ଗୋୟଲ । କାନାରା ବ୍ୟାଙ୍କରୁ ୫୩୮ କୋଟି ଟଙ୍କାର ଋଣ ଠକେଇ ମାମଲାରେ ବନ୍ଧା ହେଲେ ଏହି କୋଟିପତି ଶିଳ୍ପପତି। ମୁମ୍ବାଇ କାର୍ଯ୍ୟାଳୟରେ ଦୀର୍ଘ ସମୟ ପଚରାଉଚରା ପରେ ନରେଶ ଗୋୟଲଙ୍କୁ ପ୍ରିଭେନସନ୍…

ଆମ୍ବୁଲାନ୍ସ-ଭ୍ୟାନ୍ ଧକ୍କା: ୪ ଗୁରୁତର, ବାଲେଶ୍ବର ମେଡିକାଲରେ ଭର୍ତ୍ତି

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଏନଏଚ୍ ୧୬ ରୁପସା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଆମ୍ବୁଲାନ୍ସ ପିକଅପ ଭ୍ୟାନକୁ ପଛ ପଟୁ ଧକ୍କା ଦେଇଛି । ଫଳରେ ଆମ୍ବୁଲାନ୍ସ ଡ୍ରାଇଭର ଓ ହେଲପର ସମେତ ୪ ଜଣ…

ଆଦିତ୍ୟ ମିଶନର ସଫଳ ଉତକ୍ଷେପଣ

ଆଦିତ୍ୟ ମିଶନର ସଫଳ ଉତକ୍ଷେପଣ। ଏହି ସଫଳତା ସହ ସୂର୍ଯ୍ୟଙ୍କ ଉପରେ ଅନୁଧ୍ୟାନ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଇସ୍ରୋ। ଶ୍ରୀହରିକୋଟା ସତୀଶ ଧାବନ ଲଞ୍ଚ୍ ପ୍ଯାଡରୁ ସଫଳତା ପୂର୍ବକ ଉତକ୍ଷେପଣ ହୋଇଛି ଆଦିତ୍ୟ-ଏଲୱାନ୍। ରକେଟ ପିଏସଏଲଭି-ସି57 ମାଧ୍ୟମରେ ମହାକାଶକୁ ଯାଇଛି…

ରାଜଧାନୀରେ ସୁନା ଦୋକାନ ସଟର ତାଡ଼ି ଲୁଟି ନେଲେ ଅଳଙ୍କାର

ଭୁବନେଶ୍ୱର: ରାଜଧାନୀରେ ସୁନା ଦୋକାନୀଙ୍କୁ ଚୁନା ଲଗାଇଲେ ଲୁଟେରା। ପଟିଆ ଷ୍ଟେସନ ନିକଟ କଳାରାହାଙ୍ଗ ମା ମଙ୍ଗଳା ଜୁଏଲାରୀ ଦୋକାନରୁ ଲୁଟ ହୋଇଛି। ସଟର ତାଡ଼ି ସୁନା ଦୋକାନରୁ ଲୁଟପାଟ କରିଛନ୍ତି ଲୁଟେରା। ତେବେ କେତେ ପରିମାଣରରେ ସୁନା ଅଳଙ୍କାର ଲୁଟ…