ଜି-୨୦ ବୈଠକ ପାଇଁ ପ୍ରସ୍ତୁତି ଜୋରଦାର: ବହୁସ୍ତରୀୟ ସୁରକ୍ଷା, ହୋଟେଲରେ ମୁତୟନ ହେବେ ଏଚ୍ଆଇଟି ସ୍କ୍ବାଡ୍
ନୂଆଦିଲ୍ଲୀ: ଆସନ୍ତା ସେପ୍ଟେମ୍ବର ୯ ଓ ୧୦ ତାରିଖରେ ଦିଲ୍ଲୀରେ ଜି-୨୦ ସମ୍ମିଳନୀ ହେବ। ସଦସ୍ୟ ଦେଶର ଶୀର୍ଷ ନେତାଙ୍କ ସହିତ ବହୁ ବିଶିଷ୍ଟ ବ୍ୟକ୍ତି ଏଥିରେ ଯୋଗଦେବେ। ଏଥିପାଇଁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଗୃହ ବ୍ୟାପାର ମନ୍ତ୍ରାଳୟ…
