ଗୁରୁବାର ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ
ପୁରୀ : ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ। ବଡଭାଇ ପ୍ରଭୁ ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଏଥିପାଇଁ ରାକ୍ଷୀ ପ୍ରସ୍ତୁତିରେ ଲାଗି ପଡିଛନ୍ତି ପାଟରା ବିଷୋୟୀ ସେବାୟତ।…
