‘ମୋ ସ୍କୁଲ’ ନାଁ ରେ ଫେକ୍ ୱେବ୍ସାଇଟ୍
ଭୁବନେଶ୍ୱର: ଠକେଇ କରିବାକୁ ‘ମୋ ସ୍କୁଲ ଅଭିଯାନ’ ନଁାରେ ଫେକ୍ ୱେବ୍ସାଇଟ୍ ଖୋଲିଥିଲେ। ଚାକିରି ଦେବା ନାଁରେ ବେକାର ଯୁବତୀଯୁବକଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିବା ଏକ ଗ୍ୟାଙ୍ଗକୁ ଭୁବନେଶ୍ୱର ସାଇବର ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ଧରିଛି। ଏଥିସହ…
