2023

ଗଞ୍ଜାମ ଗସ୍ତ ପରେ ଗତକାଲି ଗଜପତିରେ ପହଞ୍ଚିଛନ୍ତି 5T ସଚିବ

ଗଜପତି : ଗଜପତି ଜିଲ୍ଳାପାଳଙ୍କ ସହ ଫାଇଭ ଟି ସଚିବଙ୍କ ସମୀକ୍ଷା ବୈଠକ । ଜିଲ୍ଲାପାଳଙ୍କ ସଭାଗୃହରେ ବିଭିନ୍ନ ଯୋଜନାର କାର୍ଯ୍ୟକାରୀ ଯୋଜନା ଉପରେ ସମୀକ୍ଷା କରିଛନ୍ତି ଫାଇଭ ଟି ସଚିବ ଭିକେ ପାଣ୍ଡିଆନ୍ । ଗଞ୍ଜାମ ଗସ୍ତ ପରେ ଗତକାଲି…

ଜଳିଗଲା ଟ୍ରେନ୍‌: ୯ ମୃତ, ୨୦ ଗୁରୁତର

ମଦୁରାଇ : ତାମିଲନାଡ଼ୁର ମଦୁରାଇ ଷ୍ଟେସନ ନିକଟରେ ଆଜି ଭୋର ସମୟରେ ଏକ ଟ୍ରେନ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ ଯାତ୍ରୀଙ୍କ ମୃତ୍ୟୁହୋଇଥିବାବେଳେ ୨୦ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ, କିଛି ଯାତ୍ରୀ ଟ୍ରେନ୍‌ରେ ଅବୈଧ ଭାବେ ଗ୍ୟାସ୍‌…

ରାତିରେ ଶୋଇଥିବା ବେଳେ କାମୁଡି ଦେଲା ବିଷାକ୍ତ କୀଟ, ବାପା ଓ ଝିଅଙ୍କ ମୃତ୍ୟୁ

ଭଞ୍ଜନଗର: ବିଷାକ୍ତ କୀଟ କାମୁଡ଼ାରେ ବାପା ଓ ଝିଅଙ୍କ ମୃତ୍ୟୁ । ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ କାଞ୍ଜିଆପଲ୍ଲୀ ଗାଁରେ ଘଟିଛି ଏଭଳି ଘଟଣା । ମୃତକ ଜଣକ ଶିବରାମ ନାୟକ ଏବଂ ତାଙ୍କର ୫ ବର୍ଷର ଝିଅ ।…

ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସ ଜରିଆରେ ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। କରପୋରେଟ୍ ସଂସ୍ଥା ବେଦାନ୍ତ ସଂସ୍ଥା ସହଯୋଗରେ ଏହି ଦୁଇଟି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହା ଝାରସୁଗୁଡା ଜିଲ୍ଲାରେ…

୩୮ ଶୃଙ୍ଖଳାରେ ଭାରତରୁ ପ୍ରତିନିଧିତ୍ବ କରିବେ ୬୩୪ ଖେଳାଳି

ନୂଆଦିଲ୍ଲୀ: ହ୍ବାଙ୍ଗଝୋ ଏସୀୟ କ୍ରୀଡ଼ା ଆସନ୍ତା ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଆୟୋଜିତ ହେବ। ଏଥିରେ ଭାରତରୁ ମୋଟ ୬୩୪ଜଣ କ୍ରୀଡ଼ାବିତ୍‌ ୩୮ ଗୋଟି କ୍ରୀଡ଼ା ଶୃଙ୍ଖଳାରେ ଅଂଶଗ୍ରହଣ କରିବେ। ଏସୀୟ କ୍ରୀଡ଼ା ଲାଗି ଭାରତୀୟ ଅଲିମ୍ପିକ୍‌ସ ସଂଘ ପକ୍ଷରୁ…

ଟାଟା ପାୱାର ଅଧିକାରୀ ଗିରଫ, ଡୁପ୍ଲିକେଟ୍ ବିଲ୍‌ ଦେଇ ହଡ଼ପ କରିଛନ୍ତି ୧୫ ଲକ୍ଷ ଟଙ୍କା

ବାଲେଶ୍ୱର: ବାଲେଶ୍ୱର ସଦର ଥାନା ସାରଗାଁରେ ଟାଟା ପାୱାରରେ ସେକ୍‌ସନ କମର୍ସିଆଲ ଅଫିସର ଭାବେ କାର୍ଯ୍ୟ କରୁଥିବା ଅରୁଣ କୁମାର ଜେନାଙ୍କୁ ପୁଲିସ ଗିରଫ କରିଛି। ସେ ଡୁପ୍ଲିକେଟ୍ ବିଲ୍ ଦେଇ ଗ୍ରାହକଙ୍କ ଠାରୁ ୧୫ ଲକ୍ଷ ଟଙ୍କା ଆଦାୟ କରି…

ଭାରତ-ପାକିସ୍ତାନ ମ୍ୟାଚ୍‌ରେ ଏଲିଙ୍ଗୱର୍ଥ, ରୁଚିରା ଅମ୍ପାୟାର

ମୁମ୍ବାଇ: ଏସିଆ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟରେ ଆସନ୍ତା ସେପ୍ଟେମ୍ବର ୨ରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଅମ୍ପାୟାର ଭାବେ ଇଂଲଣ୍ଡର ରିଚାର୍ଡ ଏଲିଙ୍ଗୱର୍ଥ ଓ ଶ୍ରୀଲଙ୍କାର ରୁଚିରା ପାଲିୟାଗୁରୁ ପରିଚାଳନା କରିବେ। ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ…

ଆଇଆଇସି ପୁଷ୍ପଲତା ରାଉତରାୟ ନିଲମ୍ବିତ

ଗତ ଜୁଲାଇ ମାସରେ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ଆଜି ନିଲମ୍ବନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ (ଡିଜିପି)। ଏହି ନିଲମ୍ବନ ଆଦେଶ ଜୁଲାଇ ୨୨ ତାରିଖରୁ ପିଛିଲା…

ଆସାମକୁ ମିଳିବ ୪ ନୂଆ ଜିଲ୍ଲା ଓ ୮୧ ଉପଜିଲ୍ଲା

ଆସାମକୁ ମିଳିବ ୪ ନୂଆ ଜିଲ୍ଲା। ଦେଶର ଏହି ପୂର୍ବୋତ୍ତର ରାଜ୍ୟରେ ୪ ନୂତନ ଜିଲ୍ଲା ଗଠନ ହେବ। ଶୁକ୍ରବାର ଏ ନେଇ ଘୋଷଣା କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱା ଶର୍ମା। ମୁଖ୍ୟମନ୍ତ୍ରୀ ନିଜ ମନ୍ତ୍ରୀମଣ୍ଡଳର ୧୦୦ତମ ବୈଠକରେ ଅଧ୍ୟକ୍ଷତା…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖା ଖୋଲିଦେଲେ ପାଣ୍ଡିଆନ୍

ବ୍ରହ୍ମପୁର:ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖା ଖୋଲିଛନ୍ତି ଫାଇଭ ଟି ସଚିବ ଭି. କେ.ପାଣ୍ଡିଆ। କୋଭିଡ଼ ବେଳେ ଜଣେ ଜନ ପ୍ରତିନିଧି ମୁଖ୍ୟମନ୍ତ୍ରୀଙ୍କୁ ଫୋନ କରି କହିଥିଲେ ବାହାରେ ରହୁଥିବା ଗଞ୍ଜାମର ଲୋକଙ୍କୁ ନ ଆଣିବା ପାଇଁ। ସେମାନେ ଆସିଲେ ଗଞ୍ଜାମ…