୧୮ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଛି। ତେଣୁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ମୌସୁମୀ ଟ୍ରଫ୍ ଲାଇନ୍ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି। ଏପରିସ୍ଥିତରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ…
