ସମ୍ବଲପୁର ଅଇଁଠାପାଲିରେ ଘର ଭିତରୁ ମାଆ ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ବଲପୁର: ସମ୍ବଲପୁର ଅଇଁଠାପାଲି ଥାନା ଟାଙ୍ଗରପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି । ବେକରେ ରଶି ଲଗାଇ ମାଆ ଓ ପୁଅ ଆତ୍ମହତ୍ୟା କରିଥିବା ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି । ଟାଙ୍ଗରପାଲିରେ ଉଭୟ…
