ବେଙ୍ଗାଲୁରୁ ଉଦ୍ୟାନ ଏକ୍ସପ୍ରେସରେ ଅଗ୍ନିକାଣ୍ଡ
ପୁଣି ଟ୍ରେନରେ ନିଆଁ । ଧୂଆଁମୟ ହୋଇଗଲା ସମ୍ପୂର୍ଣ୍ଣ ପରିବେଶ । ବେଙ୍ଗାଲୁରୁ ଉଦ୍ୟାନ ଏକ୍ସପ୍ରେସରେ ନିଆଁ ଲାଗିଥିବା ଜଣା ପଡ଼ିଛି । ସଙ୍ଗୋଲି ରୟାନା ରେଲୱେ ଷ୍ଟେସନରେ ଟ୍ରେନରେ ନିଆଁ ଲାଗିଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ଯାହା ବର୍ତ୍ତମାନ…
ପୁଣି ଟ୍ରେନରେ ନିଆଁ । ଧୂଆଁମୟ ହୋଇଗଲା ସମ୍ପୂର୍ଣ୍ଣ ପରିବେଶ । ବେଙ୍ଗାଲୁରୁ ଉଦ୍ୟାନ ଏକ୍ସପ୍ରେସରେ ନିଆଁ ଲାଗିଥିବା ଜଣା ପଡ଼ିଛି । ସଙ୍ଗୋଲି ରୟାନା ରେଲୱେ ଷ୍ଟେସନରେ ଟ୍ରେନରେ ନିଆଁ ଲାଗିଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ଯାହା ବର୍ତ୍ତମାନ…
ମାଲକାନଗିରି: ଟପ ମାଓ ନେତା ମାଲ୍ଲା ରାଜି ରେଡ୍ଡୀର ମୃତ୍ୟୁ । ଛତିଶଗଡ଼ ବସ୍ତର ଜଙ୍ଗଲରେ ହୃଦରୋଗରେ ତାର ମୃତ୍ୟୁ ହୋଇଥିବା କୁହାଯାଇଛି । ସଶସ୍ତ୍ର ମହିଳା ଏବଂ ପୁରୁଷ ମାଓବାଦୀ ମୃତ ଶରୀରକୁ ଧରି କାନ୍ଦିବା ଦୃଶ୍ୟ ଦେଖିବାକୁ ମିଳିଛି।…
ବିହାର: ବିହାରର ଅରରିୟାଠାରେ ଗତକାଲି ‘ଦୈନିକ ଜାଗରଣ’ର ସାମ୍ବାଦିକ ବିମଳ କୁମାର ଯାଦବଙ୍କୁ ୪ଜଣ ଦୃର୍ବୃତ୍ତ ଘରେ ପଶି ଗୁଳି କରି ହତ୍ୟା କରିଥିଲେ । ଏହି ଘଟଣା ପରେ ସାରା ରାଜ୍ୟରେ ଗତକାଲି ଚାଞ୍ଚଲ୍ୟ ଖେଳି ଯାଇଥିଲା । ତେବେ…
ଭୁବନେଶ୍ବର : ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି ।କାରଣ ସକ୍ରିୟ ଲଘୁଚାପ କ୍ଷେତ୍ରଟି ଧୀରେ ଧୀରେ ଛତିଶଗଡ ମୁହାଁ ହେଉଛି । ଆଗାମୀ ୪ରୁ ୫ଦିନ ଯାଏଁ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ । ଏ…
ମୁମ୍ବାଇ: ଆଜି ହେଉଛି ‘ବିଶ୍ବ ଫଟୋଗ୍ରାଫି ଦିବସ’। ଚିତ୍ରୋତ୍ତୋଳନ ବା ଫଟୋଗ୍ରାଫିରେ ଅନ୍ତର୍ନିହିତ ଥିବା କଳା ଓ ବିଜ୍ଞାନ ପ୍ରତି ଏହି ଦିବସ ଉତ୍ସର୍ଗୀକୃତ। ୧୮୩୭ ମସିହାରେ ଫରାସୀ ବୈଜ୍ଞାନିକ ଲୁଇ ଡାଗେର୍ଙ୍କ ଦ୍ବାରା ‘ଡିଗେରୋଟାଇପ୍’ ନାମକ ସ୍ବତନ୍ତ୍ର ଚିତ୍ରୋତ୍ତୋଳନ ପ୍ରକ୍ରିୟା…
ରାୟଗଡା: ଥମିବାର ନା ଧରୁନି ଜନନୀ ଯନ୍ତ୍ରଣା । ସପ୍ତାହ ନ ବିତୁଣୁ ପୁଣି ଥରେ ଦେଖା ଦେଇଛି ରାୟଗଡା ଜିଲ୍ଲାରେ ଜନନୀ ଯନ୍ତ୍ରଣା । ରାସ୍ତା ଘାଟର ସୁବିଧା ନ ଥିବାରୁ ରୋଗୀ ଓ ଗର୍ଭବତୀ ମହିଳାମାନଙ୍କୁ ଷ୍ଟେଚର ସାହାଯ୍ୟରେ…
ନୂଆଦିଲ୍ଲୀ : ଜହ୍ନ ରାଇଜକୁ ଆଉ ପାଦେ ଦୂର। ଲ୍ୟାଣ୍ଡିଂ ପ୍ରକ୍ରିୟାର ନିକଟବର୍ତ୍ତୀ ହେଲା ଲ୍ୟାଣ୍ଡର ବିକ୍ରମ। ଡି-ବୁଷ୍ଟିଂ ପରେ ଚନ୍ଦ୍ରର ଆଉ ଏକ ନିମ୍ନ କକ୍ଷପଥରେ ପ୍ରବେଶ କରିଛି ଚନ୍ଦ୍ରଯାନ-୩। ଏଣିକି ଧିମା ହେବ ଚନ୍ଦ୍ରଯାନର ଗତି। ଏବେ ଚନ୍ଦ୍ରର…
ଆନନ୍ଦପୁର: ପ୍ରଥମେ ସ୍ୱାମୀ ଓ ପରେ ପରେ ଦୁଇ ପୁଅଙ୍କୁ ହରାଇବା ପରେ ଏକ ମାତ୍ର ସାହାଭରସା ସାଜିଥିଲା ସାନପୁଅ । ହେଲେ ଦଇବ ସାଜିଲା ଦାଉ । ଯାହାର ମୁହଁକୁ ଚାହିଁ ଦିନ କାଟୁଥିଲା ମା’ ଆଜି ସେ ପୁଅ…
ଇମ୍ଫାଲ: ଦୁଇ ସପ୍ତାହ ବ୍ୟବଧାନ ପରେ ମଣିପୁରରେ ପୁଣି ତେଜିଲା ହିଂସା । କୁକି ସମ୍ପ୍ରଦାୟର ୩ ଜଣ ଆଦିବାସୀ ଯୁବକଙ୍କୁ ହତ୍ୟା କରିଛନ୍ତି ଦୁର୍ବୁତ୍ତ । ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି । ନାଗା ବହୁଳ ଉଖରୁଲ ଜିଲ୍ଲାରେ…
ଭଦ୍ରକ : ବୈତରଣୀ ନଦୀରେ ଆସିଲା ଚଳିତ ବର୍ଷର ଦ୍ବିତୀୟ ବନ୍ୟା ଜଳ । ଆଖୁଆପଦାଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ଥିବା ବେଳେ ଏବେ ଜଳସ୍ତର ୧୭.୮୫ ମିଟର ରହିଛି। ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ…