ମ୍ୟାଜିକ ମିରର ନାଁରେ ୯ ଲକ୍ଷ ଟଙ୍କା ଠକିଥିବା ୩ ଅଭିଯୁକ୍ତ ଗିରଫ
ଭୁବନେଶ୍ବର: ମ୍ୟାଜିକ ମିରର ନାଁରେ ୯ ଲକ୍ଷ ଟଙ୍କାର ଠକେଇ। ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ । ଏହି ତିନି ଜଣ ପଶ୍ଚିମବଙ୍ଗର। କାନପୁରର ଅବିନାଶ ଶୁକ୍ଳାଙ୍କୁ ଏମାନେ ଠକିଥିଲେ। ଅଭିଯୁକ୍ତଙ୍କ ଠାରୁ ୨୮ହଜାର ଟଙ୍କା, ୫ଟି…
