ଅଦାଲତରେ ମହିଳାମାନଙ୍କ ପ୍ରତି ବ୍ୟବହାର ହେଉଥିବା ‘ପ୍ରଷ୍ଟିଚ୍ୟୁଟ୍’, ‘ହୁକର’, ‘ମିଷ୍ଟ୍ରେସ୍’, ‘ସ୍ଲୁଟ୍’ … ପରି ପ୍ରାୟ ୪୦ଟି ଶବ୍ଦକୁ ବାଦ୍ ଦେବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ : ଅଦାଲତର ରାୟରେ ମହିଳାମାନଙ୍କ ପ୍ରତି ପ୍ରଚଳିତ ହୋଇଆସିଥିବା କେତେକ ଶବ୍ଦର ବ୍ୟବହାର ଉପରେ ରୋକ୍ ଲାଗିବ। ଅଦାଲତରେ ଅଜାଣତରେ ଲିଙ୍ଗଗତ ଭେଦଭାବକୁ ପ୍ରୋତ୍ସାହିତ ନ କରିବା ପାଇଁ ବିଚାରପତିମାନଙ୍କୁ ସଚେତନ କରିବା ଲାଗି ସୁପ୍ରିମ୍କୋର୍ଟ ପକ୍ଷରୁ ପ୍ରକାଶିତ ହୋଇଛି…
