ଆଇରନ ବଟିକା ଖାଇ ୮ ଛାତ୍ରଛାତ୍ରୀ ଗୁରୁତର
ମୟୂରଭଞ୍ଜ: ବିଦ୍ୟାଳୟରେ ଦିଆଯାଇଥିଲା ଆଇରନ ବଟିକା। ଏହି ଆଇରନ ବଟିକା ଖାଇ ବିଦ୍ୟାଳୟର ୮ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ସାରବସା ପ୍ରାଥମିକ ବିଦ୍ୟାଳୟରେ। ସୂଚନା ଅନୁସାରେ ବିଦ୍ୟାଳୟରେ ସୋମବାର ଦିନ…
