ଭୁବନେଶ୍ୱରକୁ ଆବର୍ଜନାମୁକ୍ତ କରିବ “ଟିମ୍ ସାଇନ୍”, ବିଏମସି ଗଠନ କଲା ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ସ୍କ୍ୱାଡ
ଭୁବନେଶ୍ୱର: ସ୍ମାର୍ଟସିଟି ଭୁବନେଶ୍ୱରରେ ଅଳିଆ ଆବର୍ଜନା ନେଇ ନାନାଦି ସମସ୍ୟା ଦେଖାଯାଉଛି । ଏନେଇ ବାରମ୍ବାର ସଚେତନ କରାଯିବା ପରେ ଲୋକଙ୍କୁ ତାଗିଦ୍ କରିବା ପାଇଁ ବିଏମ୍ସି ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି । ଏଣିକି ରାଜଧାନୀ ଗଳିକନ୍ଦିରେ ବୁଲିବ ବିଏମସିର…
