ଓଡ଼ିଶାରୁ ୪ ଜଣ ପୁଲିସ ଅଧିକାରୀ ପାଇବେ କେନ୍ଦ୍ର ଗୃହ ମନ୍ତ୍ରୀ ପଦକ
ତଦନ୍ତରେ ଉତ୍କର୍ଷତା ପାଇଁ ଶନିବାର କେନ୍ଦ୍ର ଗୃହ ମନ୍ତ୍ରୀ ପଦକ ଘୋଷଣା ହୋଇଛି। ଚଳିତ ବର୍ଷ ଏହି ମେଡାଲ ପାଇବା ପାଇଁ ସାରା ଦେଶରୁ ୧୪୦ ଜଣ ପୁଲିସ ଅଧିକାରୀ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୨ ଜଣ ମହିଳା ପୁଲିସ…
ତଦନ୍ତରେ ଉତ୍କର୍ଷତା ପାଇଁ ଶନିବାର କେନ୍ଦ୍ର ଗୃହ ମନ୍ତ୍ରୀ ପଦକ ଘୋଷଣା ହୋଇଛି। ଚଳିତ ବର୍ଷ ଏହି ମେଡାଲ ପାଇବା ପାଇଁ ସାରା ଦେଶରୁ ୧୪୦ ଜଣ ପୁଲିସ ଅଧିକାରୀ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୨ ଜଣ ମହିଳା ପୁଲିସ…
ଭୁବନେଶ୍ବର: ଶିକ୍ଷିତ ବେକାରୀ ଯୁବକଙ୍କୁ ଚାକିରି ଲୋଭ ଦେଖାଇ ସାଇବର ଠକମାନେ ଶିକାର କରୁଛନ୍ତି। ଯୁବକମାନଙ୍କୁ ନିଜ ଜାଲରେ ପକାଇ ହଜାର ହଜାର ଟଙ୍କା ଠକି ନେଇ ଚମ୍ପଟ ମାରୁଛନ୍ତି। ଠକାମୀର ଶିକାର ହୋଇ ଯୁବକମାନେ ଥାନାର ଦ୍ବାରସ୍ଥ ହେଲା ପରେ…
ଭୁବନେଶ୍ବର : ଆକ୍ସନ ମୋଡରେ ଅବକାରୀ ବିଭାଗ । ଡ୍ୟାନ୍ସ ବାରରେ ନାବାଳିକା ନିୟୋଜିତ ଥିଲେ ଫସିବେ ବାର୍ ମାଲିକ । ୨୧ ବର୍ଷରୁ କମ୍ ବୟସର ନାବାଳିକା ଥିଲେ କାର୍ଯ୍ୟାନୁଷ୍ଠାନ ହେବ । ଶୁଭଲକ୍ଷ୍ମୀ ଘଟଣା ପରେ ଚେତିଛି ଅବକାରୀ…
ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶନିବାର ୧୩ତମ ବିଶ୍ବ ହସ୍ତୀ ଦିବସ ପାଳିତ ହେଇଯାଇଛି। ନନ୍ଦନକାନନର ୩ ହାତୀ (ବାସନ୍ତୀ, ହୀରା ଓ ମାମା)ଙ୍କୁ ହାତୀଶାଳ ସଫାରୀ ମଧ୍ୟରେ କଦଳୀ, ନଡ଼ିଆ, ଆଖୁ, ସେଓ, ତରଭୂଜ, ମକା ଖାଇବାକୁ ଦେଇଛନ୍ତି କର୍ତ୍ତୃପକ୍ଷ…
ବଲାଙ୍ଗିର ରାଜ ପରିବାରର ସାନ ପୁଅ ଅର୍କେଶ ନାରାୟଣ ସିଂହଦେଓଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଥିବା ତାଙ୍କ ପତ୍ନୀ ଅଦ୍ରିଜା ମଞ୍ଜରୀ ତାଙ୍କର କିଛି ବ୍ୟକ୍ତିଗତ ଜିନିଷ ନେବା ପାଇଁ ଡେରାଡୁନରୁ ଏଠାକୁ ଆସିଛନ୍ତି। କିନ୍ତୁ ଏଠାରେ ପ୍ୟାଲେସରେ ତାଲା ପଡ଼ିଥିବା…
ସୋର: ଅଜାଙ୍କ ଦଶାହରେ ଦୁଇ ନାତିଙ୍କ ମୃତ୍ୟୁ। ଲଣ୍ଡା ହୋଇ ଗାଧୋଉଥିଲା ବେଳେ ପାଣିରେ ବୁଡ଼ି ଉଭୟେ ମୃତ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୋର ୱାଦା ଅଞ୍ଚଳରେ। ୱାଦା ଅଞ୍ଚଳର ସ୍ବର୍ଗତ ବିଷ୍ଣୁ ଚରଣ ପାଢ଼ୀଙ୍କ ଦଶାହ କର୍ମରେ…
ନୂଆଦିଲ୍ଲୀ : ଦିଲ୍ଲୀ ଓ ପଞ୍ଜାବର କ୍ଷମତାସୀନ ଆମ୍ ଆଦମୀ ପାର୍ଟି(ଆପ୍)ର ରାଜ୍ୟସଭା ସାଂସଦ ରାଘବ୍ ଚଡ୍ଡା ତାଙ୍କ ଟ୍ୱିଟର(ଏବେ ଏକ୍ସ) ବାୟୋ ବଦଳାଇଛନ୍ତି। ପୂର୍ବରୁ ସେ ରାଜ୍ୟସଭାର ସାଂସଦ ଭାବେ ନିଜକୁ ପରିଚୟ ଦେଉଥିଲେ। କିନ୍ତୁ ଏବେ ସେ ନିଜକୁ…
ଆନନ୍ଦପୁର: ନକ୍ସଲ ଗୁଳିରେ ସହିଦ୍ ହୋଇଥିବା ଆନନ୍ଦପୁରର ଯବାନ୍ ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯାଇଛି ଅନ୍ତିମ ସଂସ୍କାର। ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି। ଆଜି ସୁଶାନ୍ତ କୁମାର ଖୁଣ୍ଟିଆଙ୍କୁ ଅଶ୍ରୁଳ…
ଅଢ଼େଇ ଲକ୍ଷ ଟଙ୍କାରେ ୪ ଦିନର ଶିଶୁପୁତ୍ରକୁ ବାପାମା’ ବିକ୍ରି କରି ଦେଇଥିଲେ। ବିକ୍ରି କରାଯିବାର ୮ଦିନ ପରେ ଛତିଶଗଡରୁ ଶିଶୁଟିକୁ ଉଦ୍ଧାର କରିଛି ପୁଲିସ। ଘଟଣାଟି ଘଟିଛି ବଲାଙ୍ଗିର ଜିଲ୍ଲାରେ। ଅଗଷ୍ଟ ୩ ତାରିଖରେ ଟିଟିଲାଗଡ଼ ସହର ଝଙ୍କରପଡ଼ାର ସନ୍ତୋଷ…
ପୁରୀ; ପୁରୀ ବେଳାଭୂମୀରେ ପୁଣି ଅଘଟଣ। ସମୁଦ୍ରରେ ବୁଡିଗଲେ ପରିବାରର ୫ ସଦସ୍ୟ । ବୁଡିଯାଉଥିବା ବେଳେ ୫ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି ଲାଇଫଗାର୍ଡ। ସୂଚନା ଅନୁସାରେ, ଆଜି ଦିନ ୧୧.୩୦ ବେଳେ ସେକ୍ଟର ୯ ବେଳାଭୂମିରେ ଗାଧୋଉଥିବା ବେଳେ ଏକ…