ଖୁବଶୀଘ୍ର ମଣିପୁରରେ ଶାନ୍ତିର ସୂର୍ଯ୍ୟୋଦୟ ହେବ : ମୋଦୀ
ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀଙ୍କ ଅନାସ୍ଥା ପ୍ରାସ୍ତାବର ଜବାବ ରଖିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଣିପୁର ହିଂସା ପ୍ରସଙ୍ଗରେ ନିଜର ବୟାନ ରଖିଛନ୍ତି । ଏକ କୋର୍ଟ ରାୟ କାରଣରୁ ଏହି ହିଂସା ଆରମ୍ଭ ହୋଇଥିଲା । କେନ୍ଦ୍ର ସରକାର ହିଂସାର…
