ବିତିଲାଣି ୪୮ ଘଣ୍ଟା: ମିଳିନି ମହାନଦୀରେ ବୁଡ଼ିଯାଇଥିବା ଦୁଇ ଛାତ୍ରଙ୍କ ପତ୍ତା
କଟକ : ଦିନ ପରେ ଦିନ ବିତୁଛି। ମିଳୁନି ମହାନଦୀରେ ବୁଡିଯାଇଥିବା ଦୁଇ ଛାତ୍ରଙ୍କ ପତ୍ତା। NDRF, ODRAF ଓ ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି ରହିଛି। ଗତ ମଙ୍ଗଳବାର ଅରାହ୍ମରେ ମୁଣ୍ଡଳୀ ନିକଟ ମହାନଦୀରେ ବୁଡ଼ିଯାଇଥିଲେ କଟକର ଦୁଇ ଛାତ୍ର…
