ବନ୍ୟା ପାଣିରେ ଭାସି ନିଖୋଜ ଥିବା ଯୁବକଙ୍କ ମୃତଦେହ ଉଦ୍ଧାର
ଭଦ୍ରକର ଧୁଷୁରୀ-ହସନାବାଦ ରାସ୍ତାର ହରିହଂସ ନିକଟରୁ ବନ୍ୟା ପାଣିରେ ଭାସି ନିଖୋଜ ହୋଇଯାଇଥିବା ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ହରିହଂସଠାରୁ କିଛି ଦୂରରେ ଯୁବକଙ୍କ ମୃତଦେହକୁ ଠାବ କରାଯାଇଥିଲା। NDRF ଏବଂ ଓଡ୍ରାଫ୍ ଟିମ୍ ମୃତଦେହକୁ ଉଦ୍ଧାର…
